Category: ଭୁବନେଶ୍ବର

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତର ନିୟମିତ ସେବା ମଇ ୨ରୁ ଆରମ୍ଭ ହେବ, ଯାହା ତୀର୍ଥଯାତ୍ରୀ, ପର୍ଯ୍ୟଟକ, ବ୍ୟବସାୟୀ ଏବଂ ସ୍ଥାନୀୟ ଲୋକଙ୍କୁ ଏକକ, ନିରବଚ୍ଛିନ୍ନ ହାଇ-ସ୍ପିଡ୍ ସେବା ମାଧ୍ୟମରେ ଉପକୃତ କରିବକେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆସନ୍ତାକାଲି ଜାମ୍ମୁ…

ଓଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର

ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ପୁନର୍ଗଠନରେ ୨୯ ଜଣ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀଙ୍କୁ ବଦଳି ଏବଂ ପୋଷ୍ଟିଂ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଦିନ ଓଡ଼ିଶା ସରକାର ବିଭିନ୍ନ ଜିଲ୍ଲାରେ ଅନେକ OAS-A(JB) ଅଧିକାରୀଙ୍କ ବଦଳି ଏବଂ…

ଜାଗ୍ରତ ଭାରତ ନ୍ୟୂଜ୍ ପାଇଁ ଆଜିର ରାଶିଫଳ (୧ ମଇ ୨୦୨୬, ଶୁକ୍ରବାର)

ଜାଗ୍ରତ ଭାରତ ନ୍ୟୂଜ୍ ପାଇଁ ଆଜିର ରାଶିଫଳ (୧ ମଇ ୨୦୨୬, ଶୁକ୍ରବାର) ମେଷ: ବୃଷ: ମିଥୁନ: କର୍କଟ: ସିଂହ: କନ୍ୟା: ତୁଳା: ବିଚ୍ଛା: ଧନୁ: ମକର: କୁମ୍ଭ: ମୀନ: Post Views: 20

ନବୀନଙ୍କ ୨୫ ବର୍ଷ ଶାସନରେ ମହିଳାଙ୍କ ପ୍ରତି ଅନ୍ୟାୟ ହୋଇଛି:ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ଗୃହରେ ନବୀନଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଦାନା ମାଝୀ ଘଟଣାରେ ଓଡିଶା ନିନ୍ଦିତ ହେଲା। ସେତେବେଳେ ନବୀନ ବାବୁ କ’ଣ କରୁଥିଲେ ବୋଲି ପ୍ରଶ୍ନ କରିଛନ୍ତି ପ୍ରଭାତୀ। ଆଜି କହୁଛନ୍ତି କୁମ୍ଭୀର କାନ୍ଦଣା, ବିଜୁ ବାବୁଙ୍କ ପ୍ରତି…

ହଟ୍ଟଗୋଳ ଭିତରେ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ହୋହଲ୍ଲା ଦୋଯାଇଛି। ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ସହ ନାରାବାଜି ଦେଖିବାକୁ ମିଳିଛି। କେନ୍ଦୁଝର ପ୍ରସଙ୍ଗ ଉଠାଇ ସରକାର ଘେରିବାକୁ କଂଗ୍ରେସ ସଦସ୍ୟ ଉଦ୍ୟମ କରିଛନ୍ତି। ହଟ୍ଟଗୋଳ…

ବିଧାନସଭା: ମହିଳାଙ୍କୁ ଉଚିତ୍ ନ୍ୟାୟ ଦେବାରେ ଅବହେଳା କରାଯାଇଛି-ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ମହାବିତର୍କ। ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ପ୍ରସଙ୍ଗରେ ମୋସନ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ କାର୍ୟ୍ୟ ଆରମ୍ଭରୁ ଆଲୋଚନା ପାଇଁ ପ୍ରସ୍ତାବ ଆଣି ମୁଖ୍ୟମନ୍ତ୍ରୀ ତାଙ୍କର ବକ୍ତବ୍ୟ…

ବିଜେପି ମହିଳା ଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛି : ନବୀନ

ଭୁବନେଶ୍ଵର : ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ମହାବିତର୍କ। ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ପ୍ରସଙ୍ଗରେ ମୋସନ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ କାର୍ଯ୍ୟ ଆରମ୍ଭରୁ ଆଲୋଚନା ପାଇଁ ପ୍ରସ୍ତାବ ଆଣି ମୁଖ୍ୟମନ୍ତ୍ରୀ ତାଙ୍କର ବକ୍ତବ୍ୟ…

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ଭୁବନେଶ୍ୱର: ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ବୁଧବାର ଦିନ ଲୋକଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ଭେଟି ଏପ୍ରିଲ ୩୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନର କାର୍ଯ୍ୟସୂଚୀ ଏବଂ ଗୁରୁତ୍ୱ ବିଷୟରେ…

କଟକ ଷଷ୍ଠ ବାଟାଲିୟନ୍‌ରେ ସଂଘବଦ୍ଧ ଆକ୍ରମଣ: ୫ ପୁଲିସ ଆହତ, ୩ ଗୁରୁତର, ୫ ଅଟକ

କଟକ ଷଷ୍ଠ ବାଟାଲିୟନ୍‌ରେ ସଂଘବଦ୍ଧ ଆକ୍ରମଣ: ୫ ପୁଲିସ ଆହତ, ୩ ଗୁରୁତର, ୫ ଅଟକ କଟକ: କଟକ ସ୍ଥିତ ଷଷ୍ଠ ବାଟାଲିୟନ୍ ପରିସରରେ ଏକ ଅଭାବନୀୟ ତଥା ନିନ୍ଦନୀୟ ଘଟଣା ଘଟିଯାଇଛି। କୌଣସି ଏକ ଘଟଣାକୁ କେନ୍ଦ୍ର କରି କିଛି…

ଆସନ୍ତା ମେ’ ୨ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଆସନ୍ତା ମେ’ ୨ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଦଶମ ଶ୍ରେଣୀ (ମାଟ୍ରିକ) ପରୀକ୍ଷା ଫଳ ଆସନ୍ତା ମେ’ ୨ ତାରିଖରେ ପ୍ରକାଶ ପାଇବାକୁ ଯାଉଛି। ଏ…