୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଇନ୍ଫୋଭେଲି-ll, ଖୋର୍ଦ୍ଧାଠାରେ ‘ୱେ-ଟ୍ରାକ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍’ର ଅତ୍ୟାଧୁନିକ ମାନୁଫାକ୍ଚରିଙ୍ଗ୍ ୟୁନିଟ୍ର ଶୁଭ ଉଦ୍ଘାଟନ କରିଛନ୍ତି। ଓଡ଼ିଶା ମାଟିରୁ ଓଡ଼ିଆ ଉଦ୍ୟୋଗୀଙ୍କ ଦ୍ଵାରା ଆରମ୍ଭ ହୋଇଥିବା ଏହି ବ୍ରାଣ୍ଡ୍ ଆଜି ସ୍ମାର୍ଟ ଇନଫ୍ରାସ୍ଟ୍ରକ୍ଚର୍…
