Category: ଭୁବନେଶ୍ବର

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ

ଭୁବନେଶ୍ୱର: ବିଚାରପତି ଶତ୍ରୁଘନ ପୂଜାହାରୀ ଆଜି, ୩୦.୦୩.୨୦୨୬ ଓଡ଼ିଶା ମାନବ ଅଧିକାର ଆୟୋଗ (ଓ.ଏଚ.ଆର.ସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ତାଙ୍କର ଦ୍ୱିତୀୟ ଦାୟିତ୍ୱକାଳ ହୋଇଥିବାରୁ ତାଙ୍କର ନେତୃତ୍ୱ ଓ ମାନବ ଅଧିକାର ସୁରକ୍ଷା ପ୍ରତି ଅତୁଟ ସମର୍ପଣ…

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ ଆଭାସୀ ମାଧ୍ୟମରେ ଆଲୋଚନା କରି ଜିଲ୍ଲାସ୍ତରୀୟ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌କୁ ୨୪ ଘଣ୍ଟିଆ ଆକ୍ସନ୍…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୁଜ୍‌ର ସମସ୍ତ ପାଠକଙ୍କୁ ଶୁଭ ସକାଳ। ଆଜି ମଙ୍ଗଳବାର, ୩୧ ମାର୍ଚ୍ଚ ୨୦୨୬। ଆସନ୍ତୁ ଜାଣିବା ଆଜିର ରାଶିଫଳ: ​୧. ମେଷ (Aries) ​ଆଜି ଆପଣଙ୍କ ପାଇଁ ଶୁଭ ଦିନ। କର୍ମକ୍ଷେତ୍ରରେ ପ୍ରଶଂସା ମିଳିବ ଓ ଅଟକି ଥିବା…

ଗ୍ରାହକଙ୍କ ମନ ଜିଣୁଛି ‘ଓଡ଼ିଶା ଦେଶୀମେଳା’

ଗ୍ରାହକଙ୍କ ମନ ଜିଣୁଛି ‘ଓଡ଼ିଶା ଦେଶୀମେଳା’ ଭୁବନେଶ୍ୱର : ସହୀଦ ନଗର ଦୁର୍ଗାପୂଜା ପଡିଆରେ ଆୟୋଜିତ ହେଉଥିବା ମେଘା ସପିଙ୍ଗ ବଜାର ‘ଓଡ଼ିଶା ଦେଶୀ ମେଳା’ ଗ୍ରାହକଙ୍କ ମନ ଜିଣିବାରେ ଲାଗିଛି । ଦିନ ଯେତିକି ବଢୁଛି, ଗ୍ରାହକଙ୍କ ଭିଡ଼ ସେତିକି…

ନର୍ଲା ବିଧାୟିକାଙ୍କ ସରକାରୀ ବାସଭବନରେ ପୋଲିସର ଚଢାଉ

କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା ତହସିଲଦାର ବିଭୁ ପ୍ରସାଦ ସିଂଙ୍କୁ ଫୋନ କଲ୍ ମାଧ୍ୟମରେ ହତ୍ୟା ଧମକ ଦେଇଥିଲେ।ଘଟଣାକୁ ନେଇ…

ଏପ୍ରିଲ ୮ରୁ ଦ୍ବିତୀୟ ପର୍ୟ୍ୟାୟ ରତ୍ନଭଣ୍ଡାର ଗଣତିମଣତି:ଆଇନ ମନ୍ତ୍ରୀ

ଭୂବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଦ୍ବିତୀୟ ପର୍ୟ୍ୟାୟ ଗଣତିମଣତି। ଏପ୍ରିଲ୍ ୮, ୯ ଏବଂ ୧୦ ତାରିଖରେ ହେବ ବାହାର ରତ୍ନଭଣ୍ଡାର ଗଣତି। ଏ ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି ବାଧାପ୍ରାପ୍ତ ନହେବା ତାହା ଉପରେ ଗୁରୁତ୍ବ ଦିଆଯିବ। ଏନେଇ…

ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ଵଲାଙ୍ଗୀର: ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୋଲିସର ପ୍ରାଥମିକ ତଦନ୍ତ ପରେ ପିଏସ୍‌ଓଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଜୋର୍‌ ଧରିଲା ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ବିଜେପି ସଭାପତି ତଥା ନବ ନିର୍ବାଚିତ ରାଜ୍ୟସଭା ସାଂସଦ ମନମୋହନ ସାମଲ ଶନିବାର ସକାଳୁ ଦିଲ୍ଲୀ ଗସ୍ତ କରିଛନ୍ତି। ସେଠାରେ ପାର୍ଟିର ଶୀର୍ଷ ନେତୃତ୍ବଙ୍କ ସହ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ସରକାରୀ…

ବର୍ଷକ ଭିତରେ ୭୭ ମାଓବାଦୀ ଓଡ଼ିଶା ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି: DGP

ଭୁବନେଶ୍ୱର: ଓଡ଼ିଶାରୁ ମାଓବାଦୀଙ୍କୁ ସମ୍ପୂର୍ଣ୍ଣ ମୂଳପୋଛ କରିବା ପାଇଁ ଅଣ୍ଟା ଭିଡ଼ିଛି ଓଡ଼ିଶା ପୋଲିସ। ମାଓବାଦୀଙ୍କ ପାଇଁ ସମୟ ସରିଆସୁଥିବା ବେଳେ ସେମାନଙ୍କୁ ଶେଷ ଚେତାବନୀ ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି. ଖୁରାନିଆ। ଡେଡ୍‌ଲାଇନ୍ ଶେଷ ହେବାକୁ ଆଉ ମାତ୍ର…

ଭୁବନେଶ୍ୱର ବାର ସଂଘ ସଭାପତି ହେଲେ ଅଶୋକ ଛୋଟରାୟ

ଭୁବନେଶ୍ୱର:ଶନିବାର ସାରା ରାଜ୍ୟରେ ବାର ସଂଘ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇ ଏହାର ଫଳାଫଳ ଘୋଷଣା ହୋଇଛି। ଏଥିରେ ଅଶୋକ ଛୋଟରାୟ ସଭାପତି ରୂପେ ନିର୍ବାଚିତ ହୋଇଛନ୍ତି। ସେହିପରି ଉପସଭାପତି…