Category: ଭୁବନେଶ୍ବର

ମନୁଷ୍ୟକୃତ ଜଙ୍ଗଲ ନିଆଁ କ୍ଷେତ୍ରରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ପ୍ରକୃତିର ଅନନ୍ୟ ବରଦାନ ହେଉଛି ଆମର ସବୁଜ ବନାନୀ। ଏହା ଆମ ଜୀବନ ଓ ଜୀବିକାର ଆଧାର ଅଟେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଶ୍ୱ ବନ ଦିବସ-୨୦୨୬ ପାଳନ ଅବସରରେ କହିଛନ୍ତି । ଭୁବନେଶ୍ୱର…

ଆଜି ଇସଲାମ ଧର୍ମାବଲମ୍ବୀଙ୍କ ପବିତ୍ର ଇଦ୍ ଉଲ ଫିତର ପାଳନ

ଆଜି ପବିତ୍ର ଇଦ୍-ଉଲ୍-ଫିତର୍। ମୁସଲମାନଙ୍କ ବଡ଼ ପର୍ବ ଇଦ୍। ସାରା ରାଜ୍ୟରେ ପାଳନ ହେଉଛି ଇଦ୍। ଏନେଇ ଚଳ ଚଞ୍ଚଳ ସମସ୍ତ ମସଜିଦ୍। ମସଜିଦ୍‌ରେ ସମୂହ ନମାଜ ପାଠ ଚାଲିଛି । ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି…

ଓଡ଼ିଶା ପୋଲିସର ଐତିହାସିକ ସଫଳତା: ୬୫୪ ଆନ୍ତଃରାଜ୍ୟ ନିଶା ବେପାରୀ ଗିରଫ

ଭୁବନେଶ୍ଵର: ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିଶାମୁକ୍ତ ଭାରତ ଆହ୍ଵାନ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ 15 ସୂତ୍ରୀ ମାର୍ଗଦର୍ଶୀକାକୁ ଆଧାର କରି ସାରା ଦେଶରେ ନିଶା ବିରୋଧୀ ଅଭିଯାନ ଜାରି ରହିଛି । ଏହା ସହ ଓଡ଼ିଶାର…

୧୯ ହଜାର ୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ: ଗଣଶିକ୍ଷା ମନ୍ତ୍ରୀ

ଶିକ୍ଷା ବିଭାଗର ବିକଳ ଚିତ୍ର । ୧୯୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ । ରାଜ୍ୟର ୧୯ ହଜାର ୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ ।ଏନେଇ ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର…

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ

ପଖାଳ କେବଳ ଏକ ଆହାର ନୁହେଁ, ବରଂ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ। ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା।ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି…

ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର…

ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସରେ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ଆସନ୍ତା ୨୬ ତାରିଖରେ ରଥଯାତ୍ରା…

ଆଜିର ସମୟରେ ଚାଷୀ କେବଳ ଚାଷୀ ନୁହେଁ, ଜଣେ କୃଷି ଉଦ୍ୟୋଗୀ – ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପରିସରରେ ଥିବା କୃଷି ଶିକ୍ଷା ସଦନରେ ଆଜି “ଓୟୁଏଟି କୃଷକ ମେଳା – ୨୦୨୬” ଅନୁଷ୍ଠିତ ହୋଇଛି । “ମହିଳା କୃଷି ଉଦ୍ୟୋଗୀ ଓ ବିକଶିତ କୃଷି” ଶୀର୍ଷକ ଏହି ମେଳାର…

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି: ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚରମାନେ ହେଲେ ନିୟମିତ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି।୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୁଜ୍‌ର ପାଠକବନ୍ଧୁମାନଙ୍କୁ ସ୍ୱାଗତ। ଆଜି ଶନିବାର, ୨୧ ମାର୍ଚ୍ଚ ୨୦୨୬ର ଦୈନିକ ରାଶିଫଳ। ​ମେଷ (Aries) ​ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ରହିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିବେ। ​ବୃଷ (Taurus) ​ପାରିବାରିକ ସୁଖ…