Category: ଭୁବନେଶ୍ବର

ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ବର CRP ଛକ ସ୍ଥିତ ମହାବୀର ମାର୍କେଟ୍ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲିଭାଇବାକୁ ୪ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି । ନିଆଁ ଲାଗିବା ଯୋଗୁଁ ଚାରିଆଡ଼େ ଧୂଆଁମୟ ହୋଇଯାଇଛି । ତେବେ ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟିଥିବା…

୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର

ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ ଜମି…

ପିଲାଙ୍କ ଘରକୁ ଯିବ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର, ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ

ଆସନ୍ତା ଶିକ୍ଷାବର୍ଷ (୨୦୨୬- ୨୭) ପାଇଁ ପାଇଁ ଆସନ୍ତା ଏପ୍ରିଲ୍ ୨ରୁ ୫ ତାରିଖ ମଧ୍ୟରେ ଖଡ଼ି ଛୁଆଁ ଉତ୍ସବ ପାଳନ କରାଯିବ । ଏଥିସହ ପ୍ରବେଶ ଉତ୍ସବ କରାଯିବ । ୫ରୁ ୬ ମଧ୍ୟରେ ପିଲାଙ୍କୁ ଶିଶୁ ବାଟିକାରେ ନାମଲେଖା…

‘ଏସ୍‌ଓପି’ ପାଳନ ନ କଲେ ଦରମା ବନ୍ଦ

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ୟ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଥିଲାବେଳେ ବୁଧବାର ‘ଏସ୍‌ଓପି’ ଜାରି ହୋଇଛି। ଯଦି ସଂପୃକ୍ତ ବିଭାଗ ପରାମର୍ଶଦାତାଙ୍କ ନିଯୁକ୍ତି…

କାର୍ଯ୍ୟରେ ଅବହେଳା ପାଇଁ ସହକାରୀ ଶିକ୍ଷୟତ୍ରୀ ନିଲମ୍ବିତ

ଭୁବନେଶ୍ୱର : ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। ସରକାରୀ ଉଚ୍ଚ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର, ଫେଜ୍-୨ ରେ କାର୍ଯ୍ୟରତ ଶ୍ରୀମତୀ ରଶ୍ମି ସାହୁଙ୍କୁ ବୁଥ୍ ସ୍ତରୀୟ ଅଧିକାରୀ (BLO) ଭାବେ…

ବିବିଧ ସଂସ୍କୃତି ଓ ପରମ୍ପରାର ସହାବସ୍ଥାନ ହିଁ ଭାରତର ପ୍ରକୃତ ସୌନ୍ଦର୍ଯ୍ୟ: ରାଜ୍ୟପାଳ

ଭୁବନେଶ୍ୱର: ଭାରତର ସବୁଠାରୁ ବଡ଼ ଶକ୍ତି ହେଉଛି ଏହାର ବିବିଧତା ଯାହା ମଧ୍ୟରେ ଶକ୍ତିଶାଳୀ ଏକତା ରହିଛି। ଏହି ବିବିଧ ସଂସ୍କୃତି ଓ ପରମ୍ପରାର ସହାବସ୍ଥାନ ହିଁ ଆମ ଦେଶର ପ୍ରକୃତ ସୌନ୍ଦର୍ଯ୍ୟ ବୋଲି ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି…

ଗାନ୍ଧୀ ମାର୍ଗରେ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ

ଭୁବନେଶ୍ୱର,୧୯/୦୩:ଗାନ୍ଧୀ ମାର୍ଗର ଧାରଣାସ୍ଥଳରେ ଏକ ଦଫା ଦାବି ନେଇ ଆମରଣ ଅନଶନକୁ ଓହ୍ଲାଇଛି ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ,ସ୍କୁଲ କୁ ଫେରିବେନି,ପ୍ରବେଶ ଉତ୍ସବରେ ସାମିଲ ହେବେ ନାହିଁ,ଏପରିକି ଜନଗଣନା କରିବା ବର୍ଜନ କରିବେ ବୋଲି…

“ଗରମକୁ ମାତ୍, ପଖାଳ ସାଥ୍: ବିଶ୍ୱବ୍ୟାପୀ ପାଳିତ ହେଉଛି ପଖାଳ ଦିବସ”

ଓଡ଼ିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ କେବଳ ଏକ ଆହାର ନୁହେଁ, ବରଂ ଏହା ଓଡ଼ିଆ ଅସ୍ମିତା ଓ ସଂସ୍କୃତିର ଏକ ଅଭିନ୍ନ ଅଂଶ। ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଏ। ଏହି ଅବସରରେ ପଖାଳର…

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାର ଗ୍ରାମାଞ୍ଚଳ ଭିତ୍ତିଭୂମିର ସୁଦୃଢ଼ୀକରଣ ଏବଂ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକର ସଶକ୍ତିକରଣ ପାଇଁ ଚଳିତ ବଜେଟ୍‌ରେ ରାଜ୍ୟ ସରକାର ଅଭୂତପୂର୍ବ ଗୁରୁତ୍ୱ ପ୍ରଦାନ କରିଛନ୍ତି। ଆଜି ସନ୍ଧ୍ୟାରେ ଓଡ଼ିଶା ବିଧାନସଭାର ସମ୍ମିଳନୀ କକ୍ଷରେ ମାନନୀୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ…

ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶା ମାଟି ତଳେ ଅଛି ହୀରାର ଭଣ୍ଡାର। ନୂଆପଡା ବ୍ଲକ କାଲମିଦାଦରଠାରେ ହୀରାପଥର ଖଣି ଚିହ୍ନଟ ହୋଇଥିବା ବିଧାନସଭାରେ ଲିଖିତ ଉତ୍ତର ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା। ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନର ଉତ୍ତର…