Category: ଭୁବନେଶ୍ବର

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକଙ୍କୁ ଶୁଭେଚ୍ଛା। ଆଜି ୧୨ ମାର୍ଚ୍ଚ ୨୦୨୬, ଗୁରୁବାର, ଚୈତ୍ର ମାସ କୃଷ୍ଣ ପକ୍ଷ ନବମୀ ତିଥି। ଆଜିର ଦିନଟି କେଉଁ ରାଶି ପାଇଁ କିପରି ରହିବ, ଆସନ୍ତୁ ଜାଣିବା: ​ଆଜିର ରାଶିଫଳ…

ବାଦ ପଡିଲେ ୭ ଲକ୍ଷ ଭୂତ ହିତାଧିକାରୀ

ଭୁବନେଶ୍ୱର: ୭ ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ଲୁଟ ହେଉଥିଲା ରାସନ । ଲକ୍ଷାଧିକ ଅଯୋଗ୍ୟ ବି ହାତେଇ ଥିଲେ ରାସନ କାର୍ଡ । ନୂଆ ସରକାର ଇ- କେୱାଇସି ପ୍ରକ୍ରିୟା କରିବା ପରେ ସାମ୍ନାକୁ ଆସିଛି ଏହି ତଥ୍ୟ ।…

ରାଜ୍ୟରେ ସଫଳ ହେଉଛି ମାଓବାଦୀ ଅପରେସନ, ଆତ୍ମସମର୍ପଣ କଲେ ୧୦ ମାଓବାଦୀ

ରାଜ୍ୟରେ ମାଓବାଦୀଙ୍କ ଦବଦବା କମିବାରେ ଲାଗିଛି । ମାଓ ସଂଗଠନ ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆଜି କନ୍ଧମାଳ ଜିଲ୍ଲା ପୁଲିସ ରିଜର୍ଭ ପଡ଼ିଆଠାରେ ୧୦ ଜଣ ହାର୍ଡକୋର ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ।…

ବିଜେପିରେ ମିଶିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା

ଶଙ୍ଖ ଛାଡି ପଦ୍ମ ଧରିଲେ ପୂର୍ବତନ ସାଂସଦ ତଥା ପୂର୍ବତନ ବାଲେଶ୍ୱର ବିଜେଡି ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ବିଜେପିରେ ଯୋଗଦେଲେ । ମିଶ୍ରଣ…

୬୯ ମଣ୍ଡି ନୋଡାଲ ଅଫିସର୍‌ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ

ନୋଡାଲ ଅଫିସରଙ୍କ ମାସକର ଦରମା । ଧାନ କିଣା ସେଣ୍ଟରରେ ମନ ଇଚ୍ଛା ରହିଲେ ଅନୁପସ୍ଥିତ । ଆଉ ତା ଫଳ ସ୍ୱରୁପ ମାସକର ଦରମା ବନ୍ଦ । ଜଗତସିଂହପୁର ଜିଲ୍ଲାରେ ଥିବା ୬୯ ମଣ୍ଡି ନୋଡାଲ ଅଫିସରଙ୍କ ଉପରେ ହୋଇଛି…

ଆଉ ୪ ଜିଲ୍ଲାରେ ଖୋଲିବ ଚାଉଳ ଏଟିଏମ

ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜିଲ୍ଲାରେ ଖୋଲିବ ଚାଉଳ ଏଟିଏମ । ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲିଖିତ ଉତ୍ତର ରଖିଛନ୍ତି । କହିଛନ୍ତି, ଝାରସୁଗୁଡା, ନବରଙ୍ଗପୁର, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାରେ ଖୋଲିବ ।…

ହଟିବ କାଠ ଓ କୋଇଲା ଚୁଲା କଟକଣା

ଭୁବନେଶ୍ୱର: ବାୟୁ ପ୍ରଦୂଷଣ ରୋକିବାକୁ ଲାଗୁ କଟକଣା ହଟାଇବ ବିଏମସି । ରାଜଧାନୀରୁ କାଠ ଓ କୋଇଲା ଚୁଲା ବ୍ୟବହାର କଟକଣା ହଟିବ । ଏନେଇ ସୂଚନା ଦେଲେ ବିଏମସି ମେୟର ସୁଲୋଚନା ଦାସ । ବ୍ୟବସାୟୀମାନେ କାଠ ଓ କୋଇଲା…

କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଇସ୍ତଫା ଦାବିରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ମହାମହୀମ ରାଷ୍ଟ୍ରପତିଙ୍କ ନିକଟକୁ ସ୍ମାରକ ପତ୍ର ପଠାଇଲେ

ଭୁବନେଶ୍ୱର: ମଙ୍ଗଳବାର ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ପ୍ରଦେଶ ମହିଳା କଂଗ୍ରେସର ଏକ ପ୍ରତିନିଧି ଦଳ ଭୁବନେଶ୍ୱର ଏଡିଏମଙ୍କ ଜରିଆରେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଇସ୍ତଫା ଦାବିକରି ମହାମହୀମ ରାଷ୍ଟ୍ରପତିଙ୍କ ନିକଟକୁ ଏକ…

ଓଡ଼ିଶାରେ ରନ୍ଧନ ଗ୍ୟାସ ସଙ୍କଟ ନାହିଁ:ମୁଖ୍ୟ ଶାସନ ସଚିବ

ଓଡ଼ିଶାରେ ରନ୍ଧନ ଗ୍ୟାସ (LPG) ସଙ୍କଟକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଶେଷ କରି ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗ୍ୟାସ ଅଭାବ ହେବା ନେଇ ଯେଉଁ ଗୁଜବ ସୃଷ୍ଟି…