ଏପ୍ରିଲ୍ ୮ରେ ମୋକିମ୍ଙ୍କ ନୂଆ ଦଳ ଓଡ଼ିଶା ଜନତା କଂଗ୍ରେସ
ନୁଆ ଦଳ ଲଞ୍ଚ କରିବା ନେଇ ବଡ଼ ଘୋଷଣା କରିଛନ୍ତି ମହମ୍ମଦ ମୋକିମ୍ । ଏପ୍ରିଲ୍ ୮ରେ ନୂଆ ଦଳ ଲଞ୍ଚ୍ କରିବେ । ଏବଂ ଯାହାର ନାଁ ରହିବ ‘ଓଡ଼ିଶା ଜନତା କଂଗ୍ରେସ’। ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ…
ଅନ୍ତର୍ଜାତୀୟ ମହିଳା ଦିବସ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସାରା ବିଶ୍ୱରେ ପାଳିତ ହେଉଥିବା ଆନ୍ତର୍ଜାତିକ ମହିଳା ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ, ବିଶେଷକରି ରାଜ୍ୟର ସମସ୍ତ ମାତୃଶକ୍ତିଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ କହିଛନ୍ତି, “ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ…
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମାତ୍ର ଦେଢ଼ ବର୍ଷ ଭିତରେ ଆମ ମା ମାନଙ୍କ ପାଇଁ ସୁଭଦ୍ରା ଯୋଜନା ଏକ ଅଦ୍ଭୁତ ପୂର୍ବ ପରିବର୍ତ୍ତନର ବାର୍ତ୍ତାବହ ହୋଇପାରିଛି। ଆଗାମୀ ଦିନରେ ଅଧିକରୁ ଅଧିକ ମା ଏହି ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ବୋଲି ଆଜି…
ହାଇୱା ଧକ୍କାରେ ତିନି ବାଇକ ଆରୋହୀ ମୃତ
ଭୁବନେଶ୍ବର: ହାଇୱା ଧକ୍କାରେ ତିନି ବାଇକ ଆରୋହୀ ମୃତ । ପାହାଳ ଥାନା ଅନ୍ତର୍ଗତ ଅନନ୍ତପୁର ଛକରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୁଲିସ। ସୂଚନା ଅନୁଯାୟୀ, ଏକ ବାଇକରେ…
ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର୍ୟାଙ୍କ ୧୦୦ ହାସଲ କରିଛନ୍ତି କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା । ସେ ଆଜି ତାଙ୍କ ପିତାମାତାଙ୍କ ସହ ଲୋକସେବା…
ଯଥେଷ୍ଟ ତେଲ ଅଛି: ମନ୍ତ୍ରୀ
ଭୁବନେଶ୍ୱର: ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବିଭ୍ରାନ୍ତିକର ତଥ୍ୟ ଉପରେ ବିଶ୍ୱାସ କରନ୍ତୁ ନାହିଁ । କେବଳ ସରକାରୀ ତଥ୍ୟ ଉପରେ ବିଶ୍ୱାସ କରନ୍ତୁ । ଆମ ପାଖରେ ଯଥେଷ୍ଟ ତେଲ…
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା
କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା’ । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ’।…
ଦିଲ୍ଲୀ ଫେରିଗଲେ ଶାହ…
ଭୁବନେଶ୍ଵର – ଦିନିକିଆ ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସେ ସ୍ଵତନ୍ତ୍ର ବାୟୁସେନା ବିମାନରେ ଦିଲ୍ଲୀ ଫେରିଛନ୍ତି । ତେବେ ଆଜି ଓଡ଼ିଶାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହାପରେ ରାଜ୍ୟ…
