Category: ଭୁବନେଶ୍ବର

ଏସିଡ୍ ଓ ବର୍ନ ପୀଡ଼ିତଙ୍କ ପାଇଁ ଭଲ ଖବର: ଦିଲ୍ଲୀ ଏମ୍ସରେ ହେବ ‘ଫେସ୍ ଟ୍ରାନ୍ସପ୍ଲାଣ୍ଟ’

ନୁଆଦିଲ୍ଲୀ: ଅଖିଳ ଭାରତୀୟ ଚିକିତ୍ସା ବିଜ୍ଞାନ ସଂସ୍ଥାନ (ଏମ୍ସ) ମୁହଁ ପ୍ରତିରୋପଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ ନେବା ପାଇଁ ପ୍ରସ୍ତୁତି ସମାପ୍ତ କରିଛି। ଏସିଡ୍ ଆଟାକ୍ ଓ ବର୍ନ ପୀଡ଼ିତଙ୍କ ପାଇଁ ଭଲ ଖବ ଆସିଛି। ଏଣିକି ଦିଲ୍ଲୀ ଏମ୍ସର…

ଶ୍ରୀ ଲିଙ୍ଗରାଜ ମନ୍ଦିରରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ମହାଦୀପ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଇଷ୍ଟ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମନ୍ଦିର ପରିସରରେ ଉଠିଲା ମହାଦୀପ । ହୁଳହୁଳି, ହରିବୋଲରେ ପ୍ରକମ୍ପିତ ହେଉଛି ପୂରା ମନ୍ଦିର ପରିସର । ଏଥର ସଅଳ ଉଠିଛି ମହାଦୀପ, ଯାହା ଶିବଭକ୍ତ ତଥା ବ୍ରତଧାରୀଙ୍କୁ ନିରୋଳା ଆନନ୍ଦ…

ଅଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକଙ୍କ ପାଇଁ ଆଜିର (୧୬ ଫେବୃଆରୀ, ୨୦୨୬) ରାଶିଫଳ, ଶୁଭ ସଂଖ୍ୟା, ରଙ୍ଗ ଏବଂ ପ୍ରତିକାର ସମ୍ପୂର୍ଣ୍ଣ ବିବରଣୀ ଏଠାରେ ଦିଆଗଲା: ​୧. ମେଷ ରାଶି ​୨. ବୃଷ ରାଶି ​୩. ମିଥୁନ ରାଶି ​୪.…

ଲିଙ୍ଗରାଜ ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ; ନିଜ ଲୋକଙ୍କ ଦର୍ଶନକୁ ନେଇ ବିବାଦ

ଆଜି ସକାଳେ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଛି । ଏହାକୁ ମଧ୍ୟରେ ଲିଙ୍ଗରାଜ ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଧସ୍ତାଧସ୍ତି ସାଙ୍ଗକୁ ମାର୍‌ପିଟ୍‌ ପରିସ୍ଥିତିରୁ ଉତ୍ତେଜନା ଦେଖା ଦେଇଛି। ନିଜ…

୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ ସଭାନେତ୍ରୀଙ୍କୁ ଦାୟିତ୍ୱ ବଣ୍ଟନ କଲେ ନବୀନ

ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ ସଭାନେତ୍ରୀଙ୍କୁ…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । ହୃଦଘାତରେ ଆଖି ବୁଜିଛନ୍ତି । ସଂନ୍ଧ୍ୟା ୬ଟା ୧୮ ସମୟରେ ବିୟୋଗ ଘଟିଥିବା ସୂଚନା । ଆସନ୍ତାକାଲି ସତି ସଉରାରେ ହେବ ଅନ୍ତିମ ସଂସ୍କାର । ​​​​​ସୁଚନା, ମସ୍ତିଷ୍କାଘାତ ଯୋଗୁଁ ଗୁରୁତର ଅସୁସ୍ଥ ହୋଇ…

ସନ୍ଥ କବି ଭୀମ ଭୋଇଙ୍କୁ ଶ୍ରଦ୍ଧାଞ୍ଜଳି ଅପର୍ଣ କଲେ ବାଚସ୍ପତି, ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସନ୍ଥ କବି ଭୀମ ଭୋଇଙ୍କ ଆଜି ହେଉଛି ତିରୋଧାନ ଦିବସ । ବିଧାନସଭା ପରିସରରେ ମହାନ କବିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ। ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଆଦି ବହୁ ବରିଷ୍ଠ ନେତା ସନ୍ଥ…

ଓଡ଼ିଶା ପୋଲିସର ଅପରେସନ ‘ସାଇବର କବଚ’ ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ପାଇଁ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅଭିଯାନ ‘ଅପରେସନ ସାଇବର କବଚ’ ଜାରି ରହିଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଠକେଇ ପାଇଁ ବ୍ୟବହାର ହେଉଥିବା ‘ବେନାମୀ ବ୍ୟାଙ୍କ ଆକାଉଣ୍ଟ’ (Mule…

ଫେବୃଆରୀ ୧୬ ତାରିଖରୁ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି

ରାଜ୍ୟରେ ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି । ଏହା ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ହେବ । ଓକାକ ଟାୱାର, ପଠାଣି ସାମନ୍ତ ପ୍ଲାନେଟୋରିଅମ ପାର୍ଶ୍ଵ ଗେଟ୍ ଠାରେ ଶୁଣାଣି…

ଖଲ୍ଲିକୋଟଶିକ୍ଷା କେନ୍ଦ୍ରରେ ଦଶମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖଲ୍ଲିକୋଟର ଛାତ୍ର ମିହିର ପ୍ରଧାନ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ଏବଂ ସିଏମଆରଏଫ୍ ରୁ ୪ ଲକ୍ଷର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଗଞ୍ଜାମ ଖଲ୍ଲିକୋଟରେ ଥିବା…