ରାଜ୍ୟରେ ଗଡ଼ିଲା ୨୫୦ ନୂଆ ଆମ୍ବୁଲାନ୍ସ, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଆହୁରି ୨୫୦ଟି ନୂଆ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ଷ୍ଟାଡିୟମ ପରିସରରୁ ନୂଆ ଆମ୍ବୁଲାନ୍ସକୁ ଲୋକାର୍ପଣ…
