୨୪ରୁ ସମସ୍ତ ଘରୋଇ ବସ୍ ବନ୍ଦ ରହିବ, ଚେତାବନୀ ଦେଲେ ବସ ମାଲିକ ସଂଘ
୨୪ରୁ ଗଡ଼ିବନି ଘରୋଇ ବସ୍। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍ରୁ ଜିଲ୍ଲା ହେଡ୍ କ୍ୱାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ବସ ସେବା ବନ୍ଦ କରିବାକୁ ଘରୋଇ ବସ ମାଲିକ ସଂଘ…
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି ଆରମ୍ଭ
ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ୧୭ ଜାନୁଆରୀ ୨୦୨୬ ତାରିଖ ରେ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆୟୁକ୍ତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ଆରଡିସି ସ୍ତରୀୟ ପ୍ରାକ୍ ପ୍ରସ୍ତୁତି…
କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କୁ ଆକ୍ରମଣ ଘଟଣା; ପ୍ରତିବାଦରେ କଳା ବ୍ୟାଜ ପିନ୍ଧି ଡାକ୍ତରଙ୍କ ରୋଗୀ ସେବା
ଭୁବନେଶ୍ୱର – ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଡାକ୍ତରଙ୍କୁ ଆକ୍ରମଣ ଘଟଣାକୁ ନେଇ ପ୍ରତିବାଦକୁ ଓହ୍ଲାଇଛନ୍ତି ଡାକ୍ତର। ପ୍ରତିବାଦରେ କଳା ବ୍ୟାଜ ପିନ୍ଧି ଓପିଡିରେ ଡାକ୍ତରଙ୍କ ରୋଗୀ ସେବା ଆରମ୍ଭ କରିଛନ୍ତି । ଏହା ସହ ସରକାରୀ ଡାକ୍ତରଙ୍କୁ ସୁରକ୍ଷା ଦାବି କଲା…
ଭଦ୍ରକରେ ଗୋ ମାଫିଆଙ୍କ ଘରୁ ୭୦ ଲକ୍ଷ ଜବତ
ଭଦ୍ରକରେ ଗୋ ମାଫିଆଙ୍କ ଘରୁ ୭୦ ଲକ୍ଷ ଜବତ ଭଦ୍ରକ: ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନା ମୁଲ୍ଲାସାହିରେ ଗୋ ମାଫିଆଙ୍କ ଘରେ ଚଢ଼ାଉ କରି ୭୦ ଲକ୍ଷ ଟଙ୍କା ଜବତ କରିଛି ପୋଲିସ୍। ଚଢ଼ାଉରେ ସୁନା ଗହଣା ସହ ସପିଂ ମଲ୍…
ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ବନ – ମୁହଁ ଖୋଲିଲେ ବାପା ବିଜୟ
ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ କରୁଥିବା ଦର୍ଶାଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅରବିନ୍ଦଙ୍କୁ ଦଳରୁ ନିଲମ୍ବନ କରିଛନ୍ତି। ତେବେ ଏହାକୁ ଖଣ୍ଡନ କରିଛନ୍ତି ଅରବିନ୍ଦଙ୍କ ବାପା ବିଜୟ ମହାପାତ୍ର। ସେ କହିଛନ୍ତି,ଅରବିନ୍ଦଙ୍କ…
ଭୁବନେଶ୍ୱରରେ ଆରମ୍ଭ ହେଲା ୧୬ତମ ଓଡ଼ିଶା ଓପନ୍ ଆନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍ ଫେଷ୍ଟିଭାଲ ୨୦୨୬
ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ୧୬ତମ ଓଡ଼ିଶା ଓପନ୍ ଆନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍ ଫେଷ୍ଟିଭାଲ ୨୦୨୬ ଆରମ୍ଭ ହୋଇଛି। ଅଲ୍ ଇଣ୍ଡିଆ ଚେସ୍ ଫେଡେରେସନ୍ ର ତତ୍ତ୍ୱାବଧାନରେ ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍ ଏବଂ ଇ-ସ୍ପୋର୍ଟସ୍ ଆସୋସିଏସନ୍ ଅଫ୍…
ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର କୁ ଶୀତ ପାଇଁ ୟେଲୋ ୱାର୍ଣିଂ ଜାରି
ଶୀତ ଲହରି ନେଇ ଆଗାମୀ ୨ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଶୀତ ଲହରି…
ଗିରଫ ହୋଇପାରନ୍ତି ନିଶା ମହାରଣା, ଖୋଜୁଛି ପୋଲିସ
ଭୁବନେଶ୍ୱର: ବଢିଲା ଆଇଟମଡ୍ୟାନ୍ସର ନିଶା ମହାରଣାଙ୍କ ପାଇଁ ଅଡୁଆ । ଅଶ୍ଳୀଳ ନାଚ ପ୍ରଦର୍ଶନ ପାଇଁ ଗିରଫ ହୋଇପାରନ୍ତି ନିଶା । ବଲାଙ୍ଗୀର ସଦର ଥାନାରେ ମାମଲା ରୁଜୁ ପରେ ନିଶାଙ୍କ ଗିରଫ ସମ୍ଭାବନା ବଢିଛି । ଗତ ୧୨ ତାରିଖରେ…
