ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆରମ୍ଭ
ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆରମ୍ଭ ଭୁବନେଶ୍ୱର, ୨୩ ଅକ୍ଟୋବର : ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓଠାରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ତିନିଦିନିଆ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆରମ୍ଭ ହୋଇଛି। ଓଡ଼ିଆ ସିନେମାର ସୁବର୍ଣ୍ଣ ଅଧ୍ୟାୟକୁ ମନେ…
ଓଡ଼ିଶାରେ ବାତ୍ୟା ଓ ବନ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲା ଜଳ ସମ୍ପଦ ବିଭାଗ
*ଓଡ଼ିଶାରେ ବାତ୍ୟା ଓ ବନ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲା ଜଳ ସମ୍ପଦ ବିଭାଗ* ଭୁବନେଶ୍ୱର, ୨୩ ଅକ୍ଟୋବର ୨୦୨୬: ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବାତ୍ୟା ଓ ବନ୍ୟା…
ଓଡ଼ିଶାର ପର୍ଯ୍ୟଟନ ବିକାଶ ପାଇଁ ସମନ୍ୱିତ ପଦକ୍ଷେପ ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ
*ଓଡ଼ିଶାର ପର୍ଯ୍ୟଟନ ବିକାଶ ପାଇଁ ସମନ୍ୱିତ ପଦକ୍ଷେପ ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ* *ଭୁବନେଶ୍ୱର:* ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରର ସାମଗ୍ରିକ ବିକାଶ ସହ ରାଜ୍ୟର ପର୍ଯ୍ୟଟନସ୍ଥଳୀଗୁଡ଼ିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପରିଚିତ କରାଇବାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଶ୍ରୀ ବ୍ରଜମୋହନ…
ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ୨୬ରେ ଘୂର୍ଣ୍ଣିବାତ୍ୟାର ରୂପ ନେଇପାରେ, ଓଡ଼ିଶାର ୧୬ ଜିଲ୍ଲାକୁ ବର୍ଷା ସତର୍କତା
ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ୨୬ରେ ଘୂର୍ଣ୍ଣିବାତ୍ୟାର ରୂପ ନେଇପାରେ, ଓଡ଼ିଶାର ୧୬ ଜିଲ୍ଲାକୁ ବର୍ଷା ସତର୍କତା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଅତି ପ୍ରବଳ ବର୍ଷା ଆଶଙ୍କା; ପବନର ବେଗ ୭୦ କିମି ଛୁଇଁପାରେ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ…
ଭୁବନେଶ୍ୱରରେ ୧୯ତମ ଅର୍ବାନ୍ ମୋବିଲିଟି ଇଣ୍ଡିଆ ସମ୍ମିଳନୀ ଉଦ୍ଘାଟିତ
### ଭୁବନେଶ୍ୱରରେ ୧୯ତମ ଅର୍ବାନ୍ ମୋବିଲିଟି ଇଣ୍ଡିଆ ସମ୍ମିଳନୀ ଉଦ୍ଘାଟିତ ### ଡିଜିଟାଲ୍ ପ୍ରଯୁକ୍ତିରେ ସ୍ମାର୍ଟ ହେବ ସହରାଞ୍ଚଳ ପରିବହନ; ୨୮ଟି ପ୍ରଦର୍ଶନୀ ଷ୍ଟଲ୍ରେ ନୂଆ ଜ୍ଞାନକୌଶଳ ପ୍ରଦର୍ଶିତ ଭୁବନେଶ୍ୱର, ୨୩ ଅକ୍ଟୋବର: ସହରାଞ୍ଚଳ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ, ସୁରକ୍ଷିତ,…
OUSSSC ପକ୍ଷରୁ ୭,୨୬୮ ପଦବୀ ପାଇଁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ
OUSSSC ପକ୍ଷରୁ ୭,୨୬୮ ପଦବୀ ପାଇଁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କନଷ୍ଟେବଳଠାରୁ ଅଗ୍ନିଶମ କର୍ମଚାରୀ ଓ ଡ୍ରାଇଭର ପଦବୀରେ ହେବ ନିଯୁକ୍ତି ଭୁବନେଶ୍ୱର, ୨୩ ଅକ୍ଟୋବର ୨୦୨୬: ରାଜ୍ୟରେ ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ବଡ଼ ସୁଯୋଗ। ଓଡ଼ିଶା…
ମାନ୍ୟବର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
**ମାନ୍ୟବର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ:* * *ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି* ଭୁବନେଶ୍ୱର: ୨୩ /୧୦/୨୦୨୬ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ଥିବାରୁ ରାଜ୍ୟ…
ସମ୍ଭାବ୍ୟ ବାତ୍ୟା ପ୍ରଭାବ: ଆସନ୍ତା ୨୮ ତାରିଖରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ
ସମ୍ଭାବ୍ୟ ବାତ୍ୟା ପ୍ରଭାବ: ଆସନ୍ତା ୨୮ ତାରିଖରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ସୋମବାର ଅର୍ଥାତ୍ ଅକ୍ଟୋବର ୨୮ ତାରିଖ ଦିନ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…
ଆୟବହିର୍ଭୂତ ସମ୍ପତ୍ତି ମାମଲାରେ ଆର୍ଆଣ୍ଡବି ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
ଆୟବହିର୍ଭୂତ ସମ୍ପତ୍ତି ମାମଲାରେ ଆର୍ଆଣ୍ଡବି ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ କଟକ, ଭୁବନେଶ୍ୱର ଓ ପୁରୀରେ ୩ଟି ବହୁତଳ କୋଠା, ୩ଟି ଦାମୀ ପ୍ଲଟ୍ ଓ ଫାର୍ମହାଉସ୍ ଠାବ ଯାଜପୁର/କଟକ: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ବଡ଼ଚଣା…
