Category: ଭୁବନେଶ୍ବର

ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସରେ ଯୋଗଦେଲେ ରାଜ୍ୟପାଳ

ଭୁବନେଶ୍ଵର: ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ଯୋଗ ଦେଇ ଏହି ଶିକ୍ଷାନୁଷ୍ଠାନ କେବଳ ଶିକ୍ଷାର ମନ୍ଦିର ନୁହେଁ…

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୬ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଭାଗର ଅତିରିକ୍ତ ମୁଖ୍ୟ…

ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ ‘ଅଟଳ ବନ’ର ଉଦଘାଟନ କଲେ ପୂର୍ବତନ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଭାରତର ପୂର୍ବତନ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ବୁଧବାର ଦିନ ଲୋକଭବନ ଭୁବନେଶ୍ୱର ପରିସରରେ ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ ‘ଅଟଳ ବନ’ର ଉଦଘାଟନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱ…

ବାଣପୁର ମାଟିରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ୨୦୩୬ ସୁଦ୍ଧା ଓଡିଶା ହେବ ସମୃଦ୍ଧ ଓଡିଶା ଏବଂ ଏହି ପରିକଳ୍ପନାରେ ଆଜି ଶୁଭାରମ୍ଭ ହୋଇଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଏକ ମହତ୍ତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିବ, କାରଣ ଆଜିର ବିଦ୍ୟାର୍ଥୀ ମାନେ ହେଲେ…

SGFI ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା

ଭୁବନେଶ୍ବର: ଝାଡ଼ଖଣ୍ଡର ରାଞ୍ଚି ଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ୧୭ ବର୍ଷ ରୁ କମ୍ ବୟସର ବାଳକ ଓ ବାଳିକା ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା । ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶା ପାଇଁ ୪…

ଆଜିର ରାଶିଫଳ ( Rashifal )

ଜାଗ୍ରତ ଭାରତ ନ୍ୟୁଜ୍‌ର ସମସ୍ତ ପାଠକଙ୍କୁ ସୁପ୍ରଭାତ। ଆଜି ଗୁରୁବାର, ୮ ଜାନୁଆରୀ ୨୦୨୬ ର ଦୈନିକ ରାଶିଫଳ।ଆଜିର ରାଶିଫଳ ( Rashifal ) ମେଷ ରାଶି:କର୍ମକ୍ଷେତ୍ରରେ ସଫଳତା ଓ ସମ୍ମାନ ପ୍ରାପ୍ତି ହେବ। ପରିବାରରେ ହସଖୁସିର ବାତାବରଣ ରହିବ। ଶୁଭ…

ପିୟୁସିସି ଦ୍ୱନ୍ଦ୍ୱ ନେଇ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ

ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ତେଲ ମନା । ଏ ସଂକ୍ରାନ୍ତରେ ରାଜ୍ୟ ପରିବହନ କମିଶନରଙ୍କ ସ୍ପଷ୍ଟୀକରଣ ଲୋଡିଲେ ହାଇକୋର୍ଟ । ସେହିପରି ପୁରୁଣା ଜରିମାନା ଭରଣା ନକଲେ ପଲ୍ୟୁସନ ସାର୍ଟିଫିକେଟ୍ ମିଳିବ ନାହିଁ ବୋଲି ଯେଉଁ ନିର୍ଦ୍ଦେଶନାମା ଜାରି ହୋଇଛି…

ଡାକ୍ତରଙ୍କ ଆନ୍ଦୋଳନ ଉପରେ ଏସମା ଲାଗୁ, ୬ ମାସ ପାଇଁ ବଳବତ୍ତର

ଡାକ୍ତରୀ ଆନ୍ଦୋଳନ ଉପରେ ଲାଗିଲା ରୋକ । ରାଜ୍ୟରେ ଏସମା ଲାଗୁ କଲେ ସରକାର । ସରକାରୀ ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ଜାରି ରହିଥିବା ଆନ୍ଦୋଳନକୁ ଦୃଷ୍ଟିରେ ରଖି ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ।ବିଭିନ୍ନ ଦାବି ନେଇ ଡାକ୍ତର…

କୃଷି-କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ “କୃଷି ଜ୍ଞାନ ବକ୍ତୃତା ମାଳା: ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା” ଶୀର୍ଷକ ଏକ ବକ୍ତୃତା ମାଳା ଆରମ୍ଭ ହୋଇଛି, ଏହି ପ୍ରକାରର ପ୍ରଥମ ବ୍ୟାଖ୍ୟା ସିରିଜ୍ ଆଜି କୃଷି ଭବନ…

ମିଲର୍ସଙ୍କ ଦାବି ମାନିନେଲେ ସରକାର:ସ୍ବାଭାବିକ ହେଲା ଧାନ କିଣା

ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଆଜିଠୁ ସ୍ବାଭାବିକ ହେଲା ଧାନ କିଣା। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର।୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ…