ବିଶ୍ଵ ଅଣ୍ଡା ଦିବସ-୨୦୨୬ ପାଳିତ; ଅଣ୍ଡା ଉତ୍ପାଦନରେ ଆଶାଜନକ ବୃଦ୍ଧି ଘଟିବ: ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ
ବିଶ୍ଵ ଅଣ୍ଡା ଦିବସ-୨୦୨୬ ପାଳିତ ବ୍ୟବସାୟିକ ଅଣ୍ଡାଦିଆ କୁକୁଡ଼ାପାଳନ ଯୋଜନାର ଶୁଭାରମ୍ଭ ଅଣ୍ଡା ଉତ୍ପାଦନରେ ଆଶାଜନକ ବୃଦ୍ଧି ଘଟିବ: ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଭୁବନେଶ୍ୱର, ତା : ୦୯/୧୦/୨୦୨୬ ସ୍ଥାନୀୟ ପ୍ରାଣିଚିକିତ୍ସକ ପ୍ରଶିକ୍ଷଣ ପ୍ରତିଷ୍ଠାନଠାରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ…
