ବିକଶିତ ଓଡ଼ିଶା ଗଠନରେ ଶୈକ୍ଷିକ ସମାଜର ଭୂମିକା ଗୁରୁତ୍ୱପୂର୍ଣ୍ଣ : ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର: ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ (ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା) କୁ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି, ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକମାନଙ୍କ ପାଇଁ ଆଜି ଏକ କର୍ମଶାଳାର ଆୟୋଜନ…
