ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ଓ ଭତ୍ତା ଛାଡ଼ କରିବାକୁ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି
ଭୁବନେଶ୍ୱର, ୧୩/୧୨ : ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ଓ ଭତ୍ତା ଛାଡ଼ କରିବାକୁ ନିଷ୍ପତ୍ତି ନେଇଛନ୍ତି | ଏହି ଘୋଷଣା ଶୁକ୍ରବାର ଦିନ କରି ସେ ରାଜ୍ୟର…
