Category: ଭୁବନେଶ୍ବର

ଭୁବନେଶ୍ବରରେ ଫ୍ଲାଟ ବିକ୍ରି କରିବ ବିଡିଏ, 2 BHK ଓ 3 BHK ର ମୂଲ୍ୟ ହେଲା

ଭୁବନେଶ୍ବର: ବହୁ ବର୍ଷ ଧରି ବିବାଦରେ ଛନ୍ଦି ହୋଇପଡିଥିବା ବିଡିଏର ଏକାମ୍ର ରେସିଡେନ୍ସିର ଭାଗ୍ୟ ଏବେ ଖୋଲିଲା। ଏହି ବହୁତଳ ଆପର୍ଟମେଣ୍ଟରର ଫ୍ଲାଟ ବିକ୍ରି ଆରମ୍ଭ ହେବ। ଏ ନେଇ ଭୁବନେଶ୍ବର ଉନ୍ନୟନ କର୍ତ୍ତୁପକ୍ଷରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା…

ଓଡ଼ିଶାର SEBC ତାଲିକାରେ ଥିବା ୧୪ଟି ଜାତିକୁ OBC କରାଯାଉ:ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ସରକାରଙ୍କ ଏସଇବିସି ତାଲିକାରେ ଥିବା ଖଣ୍ଡାୟତ, ପାଇକ, ଚଷା ପାଇକ ଏବଂ କଳିଙ୍ଗୀ ଶୂଦ୍ର ଖଣ୍ଡାୟତଙ୍କ ସହ ମୋଟ୍ ୧୪ଟି ଜାତିକୁ ଓବିସି ତାଲିକାରେ ସାମିଲ କରାଯିବା ନେଇ ଯୋଜନା । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରୀୟ…

ଭଦ୍ରକରେ୨୨ଟି ପ୍ରକଳ୍ପର ଶିଳାନ୍ୟାସ କଲେ ଧର୍ମେନ୍ଦ୍ର

ଦୋବଲ: ଭଦ୍ରକ ଜିଲା ଧାମନଗରରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସକାଳ ୯ ଟାରେ ଧାମନଗର ବଜାରରୁ ମୋଟର ସାଇକେଲ ପଟୁଆରରେ ଆସି ଐତିହାସିକ ପୀଠ ତଥା ପର୍ୟ୍ୟଟନ ସ୍ଥଳୀ ଗୋହିରାଟିକିରିରେ ପହଞ୍ଚିଥିଲେ। ଶେଷ ସ୍ବାଧୀନ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ…

୨୭ରେ ବିଧାନସଭା ଶୀତକାଳୀନ ଅଧିବେଶନ, ୨୬ରେ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ,…

ରବିବାରରେ କାମ କଲେ ମୁଖ୍ୟମନ୍ତ୍ରୀ, ତିନି ଦିନିଆ ଦିଲ୍ଲୀଗସ୍ତର ଥିଲେ

ତିଦିନିଆ ଦିଲ୍ଲୀ ଗସ୍ତରୁ ଫେରି ସିଧାସଳଖ ଲୋକସେବା ଭବନ ଆସି ସରକାରୀ କାର୍ଯ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୂଚନାଯୋଗ୍ୟ ଯେ ଗତ ଶୁକ୍ରବାର ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ଦୁଇଟି କାର୍ଯ୍ୟକ୍ରମ ଏବଂ ରାଜ୍ୟ…

ଆଜିର ରାଶିଫଳ

ଏହା ୨୩ ନଭେମ୍ବର ୨୦୨୫ (ରବିବାର) ପ୍ରସ୍ତୁତ “ଜାଗ୍ରତ ଭାରତ ନ୍ୟୁଜ୍” ଆଜିର ରାଶିଫଳ, ଶୁଭ ସଂଖ୍ୟା – ଶୁଭ ରଙ୍ଗ – ଶୁଭ ସମୟ – ପ୍ରତିକାର ସହ ତିଆରି କରାଗଲା ✔️ ♈ ମେଷ – ଆଜି ପରିଶ୍ରମର…

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମାଲାକା ଷ୍ଟ୍ରେଟ୍ ଓ ଏହାର ପାଖାପାଖି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି…

ସିଏସଆର ଏବଂ ସଷ୍ଟେନେବିଲିଟି କନକ୍ଲେଭ ୨୦୨୫ ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ

ଭୁବନେଶ୍ଵର: ଓଡ଼ିଶା ଷ୍ଟେଟ କନଭେନସନ ହଲରେ ଉପମୁଖ୍ୟମନ୍ତ୍ରୀ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଦ୍ୱାରା ଦୁଇ ଦିନିଆ ସିଏସଆର ଏବଂ ସଷ୍ଟେନେବିଲିଟି କନକ୍ଲେଭ ୨୦୨୫ ଉଦ୍ଘାଟିତ ହୋଇଯାଇଛି। ଏହି ସମ୍ମିଳନୀ ସିଏସଆର-ନିଧିକୃତ ନବସୃଜନ ପ୍ରଦର୍ଶନ କରିବ, ବିଭିନ୍ନ କ୍ଷେତ୍ରୀୟ ସହଯୋଗକୁ…

ଓଡ଼ିଶା ରାଜ୍ୟ ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ସମୃଦ୍ଧ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସହିତ ସମାନ୍ତରାଳ ଭାବେ ପ୍ରଗତି ଓ ଆଧୁନିକତାକୁ ଆଦରି ନେଇ ସବୁ ବର୍ଗର ଲୋକମାନଙ୍କ ସାମଗ୍ରୀକ ବିକାଶ ପ୍ରତି ସରକାରଙ୍କ ପ୍ରତିବଦ୍ଧ ବୋଲି ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଦୃଢୋକ୍ତି ପ୍ରକାଶ…

କମିବ ବାଲି ଦର

ଭୁବନେଶ୍ବର: ବାଲି ପାଇଁ MSP ଲାଗୁ କରିବେ ସରକାର । ଆଉ ମନ ଇଚ୍ଛା ଦର ବଢାଇ ପାରିବେନି ଲିଜ ଧାରୀ । ସରକାର ନିର୍ଦ୍ଧାରିତ କରିଥିବା MSP ଦରରେ ହିଁ ବିକ୍ରି କରିବେ ଲିଜ୍ ଧାରୀ । ସାରା ରାଜ୍ୟରେ…