ଡଃ ହରେକୃଷ୍ଣ ମହତାବଙ୍କ ୧୨୬ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୬ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ହୋଇ ଯାଇଛି।…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କୁମାରସ୍ବାମୀ
କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର…
ନୂଆପଡ଼ାରେ ବିଜେଡିର ପ୍ରାର୍ଥୀ ଚୟନ ଭୁଲ ରହିଲା, ରାଜୁ ଢୋଲକିଆଙ୍କ ସହାନୁଭୂତି ଗଲା ବିଜେପିକୁ: ଭୂପିନ୍ଦର
ନୂଆପଡ଼ା ଉପନିର୍ବାଚନରେ ବିଜେଡ଼ିର ପରାଜୟ ପରେ ଦଳର ଭୁଲ କେଉଁଠି ରହିଲା ସେ ନେଇ ସମୀକ୍ଷା ଚାଲିଥିବା ବେଳେ ଏହାକୁ ନେଇ ମୁଁହ ଖୋଇଛନ୍ତି ବିଜେଡି ବରିଷ୍ଠ ନେତା ଭୂପିନ୍ଦର ସିଂ । ସେ କହିଛନ୍ତି ପ୍ରାର୍ଥୀ ଚୟନ ଭୁଲ ରହିଲା…
ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା; ୨ ମ୍ୟାନେଜରଙ୍କ ନାଁରେ ଏତଲା
ଭୁବନେଶ୍ୱର- ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ନେଇ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ଏହାରି ମଧ୍ୟରେ ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା ଦିଆଯାଇଛି । ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ…
ଭୁବନେଶ୍ୱରରେ ସୁଲଭ ମୂଲ୍ୟରେ ମିଳିବ ଘର
ରାଜଧାନୀ ଭୁବନେଶ୍ୱରରେ ୧୪ ରୁ ୫୦ ଲକ୍ଷ ଟଙ୍କାରେ ରାଜ୍ୟ ସରକାର ଘର ଯୋଗାଇବେ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ପ୍ରାଥମିକ ଭାବେ ଏହି ସୁଲଭ ଘର ବସ୍ତି ବାସିନ୍ଦାଙ୍କୁ ଦିଆଯିବ…
ମାଟ୍ରିକ ଫର୍ମ ଫିଲଅପ୍ ଅବଧି ବୃଦ୍ଧି
ବିଦ୍ୟାଳୟଗୁଡ଼ିକର ଅନୁରୋଧକୁ ଦୃଷ୍ଟିରେ ରଖି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ୨୦୨୬ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (HSC) ପରୀକ୍ଷା (ମାଟ୍ରିକ୍), ଏସ୍ଓଏସସି (SOSC) (ପ୍ରଥମ) ଏବଂ ମାଧ୍ୟମା ପରୀକ୍ଷା ପାଇଁ ଫର୍ମ ପୂରଣ କରିବାର ଶେଷ ତାରିଖକୁ ବୃଦ୍ଧି କରିଛି।ଫର୍ମ…
୯ଟି ବିଭାଗର ୧୨ ପ୍ରସ୍ତାବକୁ ବାଜିଲା କ୍ୟାବିନେଟ୍ ମୋହର
୧୨ ପ୍ରସ୍ତାବକୁ ବାଜିଲା ରାଜ୍ୟ କ୍ୟାବିନେଟ୍ ମୋହର । ୯ଟି ବିଭାଗର ୧୨ ପ୍ରସ୍ତାବକୁ ବାଜିଲା କ୍ୟାବିନେଟ୍ ମୋହର । ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ମଞ୍ଜୁରୀ। ପୋଲିସ, ବନ, ଅବକାରୀ ବିଭାଗର ନିଯୁକ୍ତି କରିବ ଆୟୋଗ…
ବିହାରର ଏନ୍ଡିଏର ବିପୁଳ ବିଜୟ ପରେ ଓଡ଼ିଶା ଫେରିଲେ ଧର୍ମେନ୍ଦ୍ର ପ୍ରଧାନ, ବିମାନବନ୍ଦର କରାଗଲା ସ୍ବାଗତ ସମ୍ବର୍ଦ୍ଧନା
ବିହାରର ଏନ୍ଡିଏର ବିପୁଳ ବିଜୟ ପରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା । ଭୁବନେଶ୍ବରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା। ବିହାର ବିଜୟ ମୋଦିଙ୍କ ନେତୃତ୍ବକୁ ବଡ଼ ସ୍ବୀକୃତି କହିଲେ ଧର୍ମେନ୍ଦ୍ର। ବିହାରରେ ଲଗାତାର ୨୦ ବର୍ଷ ଶାସନ ପରେ…
ବିଧାନସଭାରେ ବିଧାୟକ ଭାବେ ଶପଥ ନେଲେ ଜୟ ଢୋଲକିଆ
ଭୁବନେଶ୍ଵର : ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି । ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ । ଆଜି ବିଧାନସଭାରେ ସେ ଶପଥ ନେଇଛନ୍ତି। ବିଧାୟକ ଭାବେ…
