ଲାଞ୍ଚ ନେଇ ଧରାପଡିଥିଲେ OAS ଟପ୍ପର ଅଶ୍ୱିନୀ ପଣ୍ଡା ସସ୍ପେଣ୍ଡ
ଭୁବନେଶ୍ୱର : ବାମରା ତହସିଲଦାର ଅଶ୍ୱିନୀ ପଣ୍ଡାଙ୍କୁ ରାଜ୍ୟ ସରକାର ସସ୍ପେଣ୍ଡ କରିଛନ୍ତି । ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଗତ ଶୁକ୍ରବାର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ତାଙ୍କୁ ଗିରଫ…
