ଆସନ୍ତା ୧୮ରୁ ବିଧାନସଭା, ଅଫିସରଙ୍କୁ ତାଗିତ
ଭୁବନେଶ୍ୱର, ୧୦/୦୯ : ସେପ୍ଟେମ୍ବର ୧୮ରୁ ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବ । ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର…
