Category: ଭୁବନେଶ୍ବର

କଳିଙ୍ଗ ଷ୍ଟାଡ଼ିୟମ ଏବଂ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ବୁଲି ଦେଖିଲେ ଶ୍ରୀଲଙ୍କା ଅଧିକାରୀ

ଭୁବନେଶ୍ୱର,ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀଲଙ୍କାର ଅଧିକାରୀମାନେ ଆଜି କଳିଙ୍ଗ ଷ୍ଟାଡ଼ିୟମ ଏବଂ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିଦର୍ଶନରେ ଯାଇଥିଲେ। ଏହି ଅବସରରେ ଶ୍ରୀଲଙ୍କା ଦେଶର ଅଧିକାରୀମାନେ କଳିଙ୍ଗ ଷ୍ଟାଡ଼ିୟମରେ ରହିଥିବା ସ୍ପୋର୍ଟ୍ସ ସାଇନ୍ସ ସେଣ୍ଟର, ଆଥଲେଟିକ୍ସ ଷ୍ଟାଡ଼ିୟମ, ହକି ଷ୍ଟାଡ଼ିୟମ, ଭାରତ୍ତୋଳନ,…

ଓଡ଼ିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

କଟକ : କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ ତଥା ଜାତୀୟ କ୍ରୀଡା ଦିବସ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। କଟକ ଆଇପିଏସ…

ପିୟୁଷ ତ୍ରିପାଠୀ ଅଭିନୀତ ଭକ୍ତି ଗୀତ ଏବଂ ଗୋଟିଏ ଡ୍ୟାନ୍ସ ନମ୍ବର ମ୍ୟୁଜିକ୍ ଭିଡିଓ ମୁକ୍ତିଲାଭ

ଭୁବନେଶ୍ୱର – ପବିତ୍ର ଗଣେଶ ପୂଜା ଉପଲକ୍ଷେ ନିର୍ଦ୍ଦେଶକ ବାବୁ ବାବୁ ଙ୍କର “ବୋଲୋ ଗଣପତି ବାପା ମୋରିଆ” ଭକ୍ତି ଗୀତ ଏବଂ ଆଉ ଗୋଟିଏ ଡ୍ୟାନ୍ସ ନମ୍ବର ମ୍ୟୁଜିକ୍ ଭିଡିଓ ମୁକ୍ତିଲାଭ କରିଛି l ଓଲିଉଡ଼ ତଥା ଜଲିଉଡ ଜଗତରେ…

ମହିଳା ସୁରକ୍ଷା: ଭାରତର ଶୀର୍ଷ ୭ ସହର ମଧ୍ୟରେ ଭୁବନେଶ୍ୱର

ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ମହିଳା ସୁରକ୍ଷା କ୍ଷେତ୍ରରେ ଭାରତର ଶୀର୍ଷ ସାତ ସହର ମଧ୍ୟରେ ସ୍ଥାନ ପାଇଛି। ୨୦୨୫ ଜାତୀୟ ମହିଳା ସୁରକ୍ଷା ରିପୋର୍ଟ ଓ ସୂଚକାଙ୍କ (ନାରୀ) ଅନୁଯାୟୀ, ଅନେକ ଅନ୍ୟ ସହରାଞ୍ଚଳ ତୁଳନାରେ ଭୁବନେଶ୍ୱରରେ ମହିଳାମାନେ ନିଜକୁ ଅଧିକ…

SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ, କହିଲେ ଦେଶର ବିକାଶ ପାଇଁ SC/STଙ୍କ ଉତ୍‌ଥାନ ଜରୁରୀ

SC/ST ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ବୋଧନ । ଦେଶର ବିକାଶ ପାଇଁ SC/STଙ୍କ ଉତ୍‌ଥାନ ଜରୁରୀ କହିଲେ ମୁଖ୍ୟମନ୍ତ୍ରୀ । ଓଡ଼ିଶା ଜନସଂଖ୍ୟାର ୪୦% ହେଉଛନ୍ତି ଆଦିବାସୀ ଓ ଦଳିତ। ୨୩% ଆଦିବାସୀ ଓ ୧୭ ପ୍ରତିଶତ ହେଉଛନ୍ତି…

ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସେପ୍ଟେମ୍ବର ୧ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। Post Views: 10

ଇ-ବସ୍‍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ

ଇ-ବସ୍‍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି । ବର୍ତ୍ତମାନ ୪୫୦ଟି ଇ-ବସ୍ ଚଳାଚଳ କରୁଥିବା ଏବଂ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦ ଅତିକ୍ରମ କରିବାକୁ…

ଆଜି ନୂଆଁଖାଇ : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮/୦୮ : ଆଜି ହେଉଛି ପବିତ୍ର ନୂଆଁଖାଇ ପର୍ବ । ପଶ୍ଚିମ ଓଡ଼ିଶାର ଲୋକେ ବହୁତ ଧୁମ ଧାମର ସହ ପାଳନ କରନ୍ତି । ଏନେଇ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ ଭିଡିଓ…

ଆସନ୍ତାକାଲି ଓଡ଼ିଶା ଆସିବେ ଲୋକସଭା ବାଚସ୍ପତି

ଭୁବନେଶ୍ୱର, ୨୮/୦୮ : ଆସନ୍ତାକାଲି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଏବଂ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଲୋକସଭା ବାଚସ୍ପତି ଓମ୍ ବିର୍ଲା ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି…

“ଓଡ଼ିଶାରେ ଉନ୍ନତିର ପଥରେ – ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସ”

ଓଡ଼ିଶାରେ ଉନ୍ନତିର ନୂଆ ପ୍ରଗତି।କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଓ ଓଡ଼ିଶାର ପ୍ରମୁଖ ନେତା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସରେ, ଗତ କିଛି ବର୍ଷରେ ଓଡ଼ିଶାରେ ଶିକ୍ଷା, ରୋଜଗାର, ପରିକଳ୍ପନା ଓ ସାମାଜିକ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି।” “ଶିକ୍ଷା କ୍ଷେତ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କ…