ଶ୍ରମିକଙ୍କ ମୁହଁରେ ହସ ଫୁଟାଇଲେ ମୋହନ ସରକାର: ବଢିଲା ଭତ୍ତା
ଭୂବନେଶ୍ୱର,୨୫।୭: ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାରକୁ ବୃଦ୍ଧି ହୋଇଥିବାବେଳେ ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାରକୁ ବୃଦ୍ଧି ହୋଇଛି।ସୂଚନାଯୋଗ୍ୟ, ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି…
