Category: ଭୁବନେଶ୍ବର

ମନ୍ତ୍ରିମଣ୍ଡଳ ସଂପ୍ରସାରଣ.ପ୍ରଭାବଶାଳୀ ଗୋଷ୍ଠୀର ପକ୍ଷଛେଦନ!

ଭୂବନେଶ୍ବର: ଆଉ ଦିନ କେଇଟା ଅପେକ୍ଷା । ହେବ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ । ରାଜ୍ୟ ବିଜେପି ସଭାପତି ହେବା ପରେ ଏନେଇ ଇସାରା କରିଛନ୍ତି ମନମୋହନ ସାମଲ । ଏହାପରଠୁ ମନ୍ତ୍ରିମଣ୍ଡଳରୁ ବାଦ ପଡିବା ଆଶଙ୍କାରେ ଥିବା ମନ୍ତ୍ରୀଙ୍କ ହାର୍ଟବିଟ୍…

ଜୁଲାଇ ୧୨ରେ ନବୀନ ପଟ୍ଟନାୟକ ଫେରିବେ ଓଡ଼ିଶା

ଭୂବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶନିବାର ଅର୍ଥାତ ଜୁଲାଇ ୧୨ ତାରିଖ ଦିନ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ବିଜୁ ଜନତା ଦଳ ତରଫରୁ ସୂଚନା ଦିଆଯାଇଛି ।…

ଆସନ୍ତାବର୍ଷ ପୁରୀରେ ହେବ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ

ଭୂବନେଶ୍ବର: ରାଞ୍ଚିରେ ଅନୁଷ୍ଠିତ ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଫେରି ଆସିଛନ୍ତି । ଭୁବନେଶ୍ୱର ଫେରିବା ପରେ ବିମାନ ବନ୍ଦର ଠାରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି…

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଟ୍ଵିନ ସିଟିରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି…

ଆଜି ରାତି ସୁଦ୍ଧା ଡ୍ରାଇଭର୍‌ଙ୍କ ସମସ୍ୟାର ହେବ ସମାଧାନ: ଯୋଗାଣ ମନ୍ତ୍ରୀ

ଭୂବନେଶ୍ୱର: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ପ୍ରସଙ୍ଗ। ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଆସିଲା ପ୍ରତିକ୍ରିୟା। ଆଜି ରାତି ସୁଦ୍ଧା ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ ବୋଲି କହିନ୍ତି ଯୋଗାଣ ମନ୍ତ୍ରୀ। ଡ୍ରାଇଭରମାନଙ୍କ…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଇସାରା ମିଳିଲା: କ୍ଷମତା କରିଡର୍‌ରେ ଧାଁଧପଡ଼, ଚର୍ଚ୍ଚା, ନିଗମ, ବୋର୍ଡ ଆଶାୟୀଙ୍କ ଲବି ଆରମ୍ଭ

ଭୂବନେଶ୍ବର: ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି ଯେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ। ଠିକ୍ ସମୟରେ ନିଗମ, ବୋର୍ଡ ଏବଂ ଅନ୍ୟାନ୍ୟ ପଦପଦବିରେ ନିଯୁକ୍ତି ଦିଆଯିବ। ହେଲେ କେବେ ଏହା କାର୍ଯ୍ୟକାରୀ…

୧୧ରେ ଓଡ଼ିଶା ଆସିବେ ରାହୁଲ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ

ଆସନ୍ତା 11 ତାରିଖରେ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ । ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ହେବ କଂଗ୍ରେସର ସମାବେଶ । ସୂଚନା ଦେଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଯୋଗ ଦେବେ ଲୋକସଭାର ବିରୋଧି ଦଳ ନେତା ରାହୁଲ…

ଜେଲ୍‌ରୁ ବାହାରିଲେ ଜଗନ୍ନାଥ ପ୍ରଧାନ

ଝାରପଡା ଜେଲରୁ ବାହାରିଲେ ଜଗନ୍ନାଥ ପ୍ରଧାନ । ଆଜି ସକାଳେ ଜାମିନ ମଞ୍ଜୁର ପରେ ଜେଲରୁ ବାହାରିଲେ ଜଗନ୍ନାଥ ପ୍ରଧାନ । ଜେଲରୁ ବାହାରିଲା ବେଳେ ସ୍ବାଗତ କଲେ ଶୁଭେଚ୍ଛୁ, ସମର୍ଥକ । ଏକାମ୍ର ବିଧାୟକ ବାବୁ ସିଂ ମଧ୍ୟ ସେଠି…

ଓଡ଼ିଶାକୁ ଏଗ୍ରିକଲଚର ଲିଡ଼ରସିପ ପୁରସ୍କାର ପ୍ରଦାନ; ଏହି ସମ୍ମାନ ରାଜ୍ୟର ଅନ୍ନଦାତାଙ୍କୁ ଉତ୍ସର୍ଗୀକୃତ କଲେ ଉପମୁଖ୍ୟମନ୍ତ୍ରୀ

ଭୂବନେଶ୍ବର: ଓଡ଼ିଶାକୁ କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ଭାବରେ ମାନ୍ୟତା ଦେଇ ଏଗ୍ରିକଲଚର ଟୁଡେ ଗ୍ରୁପ୍ ଦ୍ୱାରା ପ୍ରତିଷ୍ଠିତ ଏଗ୍ରିକଲଚର ଲିଡ଼ରସିପ ପୁରସ୍କାର ପ୍ରଦାନ କରାଯାଇଛି। କୃଷି କ୍ଷେତ୍ରରେ ଭାରତର ଅଗ୍ରଣୀ ଗଣମାଧ୍ୟମ ଏଗ୍ରିକଲଚର ଟୁଡେ ଗ୍ରୁପ୍ ଦ୍ୱାରା ଆୟୋଜିତ ୧୬ତମ…

ଆଇପିଏସ୍ ସ୍ତରରେ ଅଦଳବଦଳ; ସଞ୍ଜୀବ ପଣ୍ଡାଙ୍କୁ ମିଳିଲା ଏହି ଦାୟିତ୍ଵ

ଭୂବନେଶ୍ୱର: ଆଇପିଏସ୍ କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଓଡ଼ିଶା ସରକାର ବୁଧବାର ଦିନ ନକ୍ସଲ ବିରୋଧୀ ଅଭିଯାନ ଏବଂ ସ୍ୱତନ୍ତ୍ର ଗୁପ୍ତଚର ୱିଙ୍ଗ (SIW) ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ସହିତ ଜଡିତ ବରିଷ୍ଠ ଅଧିକାରୀଙ୍କ ବଦଳି ଘୋଷଣା କରିଛନ୍ତି।…