Category: ଭୁବନେଶ୍ବର

ମତ୍ସ୍ୟ ସେବା ଓ ଉଦ୍ୟାନ-କୃଷି ସେବା କ୍ୟାଡରର ପୁର୍ନବିନ୍ୟାସକୁ ଅନୁମୋଦନ: ସୃଷ୍ଟି ହେବ ୨୮୪ଟି ନୂତନ ପଦବୀ

ଭୂବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ମତ୍ସ୍ୟଚାଷ ସେବା ଏବଂ ଓଡିଶା ଉଦ୍ୟାନ କୃଷି ସେବା କ୍ୟାଡରର ବିଭିନ୍ନ ପଦବୀ ଗୁଡିକର ପୁର୍ନବିନ୍ୟାସ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟ ସରକାର ମତ୍ସ୍ୟଚାଷ ଓ ଉଦ୍ୟାନ କୃଷି କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର…

ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲା ବିଜେଡି

ଭୂବନେଶ୍ୱର: ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ ପାଖରେ ଅଭିଯୋଗ ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ବିଜେପି ବିଧାୟକ ସନ୍ତୋଷ ଖଟୁଆ ଦେଇଥିବା ଅଶାଳୀନ…

ଭିଜିଲାନ୍ସ ଜାଲରେ ଫସିଲେ ପଶୁଚିକିତ୍ସକ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ

ଭିଜିଲାନ୍ସ ଜାଲରେ ଫସିଲେ ପଶୁଚିକିତ୍ସକ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଭୂବନେଶ୍ୱର: ଲାଞ୍ଚ ନେବା ଅଭିଯୋଗରେ ସୋମବାର ଦିନ ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ନିୟୋଜିତ ଜଣେ ବ୍ଲକ ପଶୁଚିକିତ୍ସା ଅଧିକାରୀ ଏବଂ ଜଣେ ପ୍ରୋଗ୍ରାମ ଆସିଷ୍ଟାଣ୍ଟଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି।…

ପୁଣି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ; ଏକମାତ୍ର ପ୍ରାର୍ଥୀ ଭାବେ କଲେ ନାମାଙ୍କନ ଦାଖଲ

ପୁଣି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ; ଏକମାତ୍ର ପ୍ରାର୍ଥୀ ଭାବେ କଲେ ନାମାଙ୍କନ ଦାଖଲ ଭୂବନେଶ୍ବର: ସମସ୍ତ କଳ୍ପନା ଜଳ୍ପନାର ଘଟିଲା ଅନ୍ତ । ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ ।…

ଡଃ ମୁଖାର୍ଜୀଙ୍କ ପରି ଜଣେ ମହାନ ଜନନାୟକଙ୍କ ପାଇଁ ଏ ଦେଶ ସର୍ବଦା ଗର୍ବିତ – ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ସ୍ଥାନୀୟ ଜୟଦେବ ଭବନ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

ରାଜ୍ୟ ବିଜେପି ସଭାପତି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୂବନେଶ୍ବର: ବିଜେପି ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଭୋଟର ତାଲିକା ସୂଚୀରେ ଅଛନ୍ତି ମୋଟ ୨୭୩ ଜଣ । ଜିଲ୍ଲା ସଭାପତି, ରାଜ୍ୟ ପରିଷଦ ସଦସ୍ୟ ଏବଂ ନିର୍ବାଚିତ ବିଧାୟକ ଓ…

ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ; ତ୍ୟାଗ ଓ ସେବା ଦ୍ୱାରା ଆମେ ଆମ ଭବିଷ୍ୟ ଗଢିବା

ଭୂବନେଶ୍ୱର: ଜୟଦେବ ଭବନ ଠାରେ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଜିର ଦିନକୁ ସଂକଳ୍ପ, ଏକ ପ୍ରେରଣା ଏବଂ ଏକ ଜାଗୃତିର ଦିବସ…

ପୁଣି ମିନାକ୍ଷୀ ବାହିନୀପତିଙ୍କୁ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ଦାୟିତ୍ୱ

କଂଗ୍ରେସ ପକ୍ଷରୁ ବରିଷ୍ଠ ନେତ୍ରୀ ମୀନାକ୍ଷୀ ବାହିନୀପତିଙ୍କୁ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ସଭାପତି ଭାବରେ ନିଯୁକ୍ତ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ରବିବାର ଏକ ବିଜ୍ଞପ୍ତି ଜାରି କରିଛି। ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ…

ଆସନ୍ତା ୯ରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର: ଜୁଲାଇ ୯ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ହେବ । ବ୍ୟାଙ୍କର କର୍ମଚାରୀ ଓ ଅଫିସର୍ସ ସଂଘ ଏଆଇବିଇଏ, ବିଇଏଫ୍‌ଆଇ ଏବଂ ଏଆଇବିଓଏ ପକ୍ଷରୁ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଛି । ଦେଶର ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ…

HDFC, ICICI, ଆକ୍ସିସ୍‌ ବ୍ୟାଙ୍କ୍‌ ଉପରୁ କଟକଣା ହଟାଇଲେ ସରକାର

ଓଡ଼ିଶା ସରକାର ତିନୋଟି ଘରୋଇ ବ୍ୟାଙ୍କ-ଏଚଡିଏଫସି ବ୍ୟାଙ୍କ, ଆଇସିଆଇସିଆଇ ବ୍ୟାଙ୍କ ଏବଂ ଆକ୍ସିସ ବ୍ୟାଙ୍କଙ୍କୁ ରାଜ୍ୟ ସରକାରୀ ସଂସ୍ଥା ଓ ବିଭାଗମାନଙ୍କର ବ୍ୟବସାୟ ଏବଂ ଜମା ରାଶି ପରିଚାଳନା ପାଇଁ ପ୍ୟାନେଲଭୁକ୍ତ ବ୍ୟାଙ୍କ ତାଲିକାରୁ ବାଦ ଦେବା ନିଷ୍ପତ୍ତିକୁ ପ୍ରତ୍ୟାହାର କରିଛନ୍ତି।…