Category: ଭୁବନେଶ୍ବର

୬ ହାଇସିକ୍ୟୁରିଟି ଜେଲ୍‌ରେ ଉଡ଼ିବ ୧୦ଡ୍ରୋନ୍‌: କଏଦୀଙ୍କ ଚୋରା କାମକୁ ଜଗିବ

୬ ହାଇସିକ୍ୟୁରିଟି ଜେଲ୍‌ରେ ଉଡ଼ିବ ୧୦ଡ୍ରୋନ୍‌: କଏଦୀଙ୍କ ଚୋରା କାମକୁ ଜଗିବ ରାଜ୍ୟର ହାଇସିକ୍ୟୁରିଟି ଜେଲ୍‌ଗୁଡ଼ିକର ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇବା ପାଇଁ ଜେଲ୍‌ ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଜେଲ୍‌ ଅତ୍ୟାଧୁନିକୀକରଣ ପ୍ରକଳ୍ପରେ ସୁରକ୍ଷା ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ଜୁଲାଇ ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ

ଭୂବନେଶ୍ୱର: ପାରମ୍ପରିକ ପୂଜା ପରେ ଜୁଲାଇ ୬ ତାରିଖରେ ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ। ସମ୍ବଲପୁରରେ ଥିବା ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ବୃଦ୍ଧି ପାଉଛି। ଯାହାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ…

ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି, ମିଳିବ ଅନେକ ପ୍ରକାର ସୁବିଧା

ଭୂବନେଶ୍ୱର: ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି। ଦିଲ୍ଲୀରୁ ଫେରି ସୂଚନା ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଶାହଙ୍କ ସହ ବୈଠକ ପରେ ଦେଲେ ସୂଚନା। ମନ୍ତ୍ରୀଙ୍କ କହିବା…

“ଶବରୀ ସାଂସ୍କୃତିକ ଭବନ’ ଓଡ଼ିଶାବାସୀଙ୍କ ସ୍ୱାଭିମାନର ପରିଚୟ ହେବ: ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଭୁବନେଶ୍ୱରରେ ଗୁରୁବାର ଶବରୀ ସାଂସ୍କୃତିକ ପରିଷଦର ‘ଶବରୀ ଭବନ’ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ ଆଇଆରସି ଭିଲେଜ ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା…

୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ

ଭୂବନେଶ୍ବର: ବିଏମସି କାର୍ଯ୍ୟାଳୟର ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଛି । ତେବେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନକୁ JMFC କୋର୍ଟ ଖାରଜ କରିଦେଇଛନ୍ତ । ଫଳରେ ତାଙ୍କୁ ୧୪ ଦିନିଆ…

ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ; କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି

ଭୂବନେଶ୍ବର:ବିଏମସି ଅଫିସ୍‌ରେ ଅତିରିକ୍ତ କମିଶନର ରତ୍ନାକର ସାହୁ ଅସୁସ୍ଥ । ଅସୁସ୍ଥ ଅନୁଭବ କରିବାରୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଅଫିସ୍‌ ଭିତରେ ଅସୁସ୍ଥ ହେବାରୁ ଆମ୍ବୁଲାନ୍ସରେ ଗଲେ ହସ୍ପିଟାଲ୍‌ ।ସୂଚନାଯୋଗ୍ୟ,ଗତ ସୋମବାର ବିଏମସି ଅଫିସ୍ ଭିତରେ ଜନଶୁଣାଣି ଚାଲିଥିବା…

ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ: କହିଲେ, ରଥଯାତ୍ରାକୁ ନେଇ କରାଯାଉଛି ରାଜନୀତି

ଭୂବନେଶ୍ଵର: ରଥଯାତ୍ରା ପ୍ରସଙ୍ଗରେ ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ। ରଥଯାତ୍ରା ପ୍ରସତଙ୍ଗରେ ବିରୋଧୀଙ୍କ ଅଭିଯୋଗ ନେଇ କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି, ଯେଉଁମାନେ ଅକର୍ମା ଲୋକ ବୋଲି ନିଜକୁ ପ୍ରମାଣିତ କରିସାରିଛନ୍ତି ସେମାନେ ଅଧିକ କଥା…

ଚିଟଫଣ୍ଡ ଜମାକାରୀଙ୍କୁ ଖୁବଶୀଘ୍ର ମିଳିବ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଓଡ଼ିଶା ସରକାର ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ପ୍ରକ୍ରିୟାକୁ ସୁଗମ କରିଛନ୍ତି। ଏହି ପଦକ୍ଷେପ ପରେ ଚିଟଫଣ୍ଡ ଯୋଜନା ଦ୍ୱାରା ପ୍ରଭାବିତ ହଜାର ହଜାର କ୍ଷୁଦ୍ର ନିବେଶକଙ୍କୁ ଆଶ୍ୱସ୍ତି ଦେଇଛି। ରାଜ୍ୟ…

୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ..

ଭୂବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୧୪ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱର ଏବଂ କଟକରେ ଆୟୋଜିତ ହେବାକୁ ଥିବା…

14 ଦଫା ଦାବିପୂରଣ ନେଇ ଟ୍ରକ ମାଲିକ ମହାସଙ୍ଘ ପକ୍ଷରୁ ଗଣଧାରଣା

14 ଦଫା ଦାବିପୂରଣ ନେଇ ଟ୍ରକ ମାଲିକ ମହାସଙ୍ଘ ପକ୍ଷରୁ ଗଣଧାରଣା ଭୁବନେଶ୍ୱର – 14 ଦଫାଦାବି ପୂରଣ ନେଇ ଅଲ୍ ଓଡ଼ିଶା ଟ୍ରକ ମାଲିକ ମହାସଂଘ ପକ୍ଷରୁ ଗଣ ଧାରଣା ସହ ବିଭାଗୀୟ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି…