ଖୋରଧା ଜିଲ୍ଲା ଓ ଚିଲିକା ନିର୍ବାଚନ ମଣ୍ଡଳୀରେ ପାଇପ ଜଳଯୋଗାଣ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା ବୈଠକ
*ଖୋରଧା ଜିଲ୍ଲା ଓ ଚିଲିକା ନିର୍ବାଚନ ମଣ୍ଡଳୀରେ ପାଇପ ଜଳଯୋଗାଣ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା ବୈଠକ* • ଧାର୍ଯ୍ୟ ସମୟସୀମା ମଧ୍ୟରେ ସମସ୍ତ ନିର୍ମାଣ ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ • ନିର୍ମାଣରେ ବିଳମ୍ବ ପାଇଁ ହେବ କାର୍ଯ୍ୟାନୁଷ୍ଠାନ…
