Category: ଭୁବନେଶ୍ବର

ନବୀନଙ୍କ ପୋଷ୍ଟ ପରେ କଡା ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ….

ରଥଯାତ୍ରା ବିଭ୍ରାଟ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସୋସିଆଲ ମିଡ଼ିଆ ପୋଷ୍ଟ ର କଡା କାଉଣ୍ଟର ରଖିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି ନବୀନ ପଟ୍ଟନାୟକ ମୁମ୍ବାଇରେ ରହି ସବୁ ଜାଣିଗଲେ…

ଭିଜିଲାନ୍ସ ଜାଲରେ ସହାୟକ ଯନ୍ତ୍ରୀ; ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ୭ ସ୍ଥାନରେ ଚଢାଉ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଫସିଲେ ଗଞ୍ଜାମ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କର ୭ଟି ଠିକଣାରେ ଏକକାଳୀନ ଚଢାଉ କରିଛି। ଗଞ୍ଜାମ ଓ ପୁରୀ ସମେତ ଏକାକାଳୀନ…

ଆସୁଛି ଆଉ ଏକ ଲଘୁଚାପ, ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଵଢ଼ିବ ବର୍ଷା । ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା କାଲି ବଙ୍ଗୋପ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର…

ଗଞ୍ଜେଇ ମୁକ୍ତ ହେବ ଓଡିଶା

ଭୂବନେଶ୍ବର: ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା । ରାଜ୍ୟରେ ବିଭିନ୍ନ ଜାଗାରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଇ ଅନେକ ଜାଗାରେ ଚୋରା ଗଞ୍ଜେଇ ବ୍ୟବସାୟକୁ ବନ୍ଦ କରାଯିବ । ଏନେଇ ଅଭିଯାନ ଆରମ୍ଭ ହୋଇଯାଇଛି । ଏନେଇ ସୂଚନା ଦେଇଛନ୍ତି ଅବକାରୀ…

‘ସୁଖ, ସମୃଦ୍ଧି ଆଉ ସୌଭାଗ୍ୟ’: ରଥଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ମୁର୍ମୁ, ପ୍ରଧାନମନ୍ତ୍ରୀ ମୋଦି

ଭୂବନେଶ୍ବର/ନୂଆଦିଲ୍ଳୀ: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ରଥାରୂଢ ହେବେ ତିନି ଠାକୁର । ଏନେଇ ଏବେ ଦେଶବିଦେଶରୁ ଓଡିଶାକୁ ଛୁଟୁଛି ଶୁଭେଚ୍ଛାର ସୁଅ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନ ମହାପ୍ରଭୁ ଜଗନ୍ନାଥ ରଥଯାତ୍ରା ଆରମ୍ଭ ହେବା ଅବସରରେ ଭକ୍ତମାନଙ୍କୁ…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ସ୍ୱାଗତ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିୟମ, ନିଷ୍ଠାର ସହ ରଥଯାତ୍ରାରେ ସାମିଲ ହୋଇ ରଥାରୁଢ଼ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ କରି ଆଶୀର୍ବାଦ ଲାଭ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି…

ନବୀନଙ୍କୁ ଫୋନ କରି ସ୍ୱାସ୍ଥ୍ୟ କଥା ବୁଝିଲେ ପିଏମ୍ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା…

ରଥଯାତ୍ରା ପୂର୍ବରୁ ଖୁସି ଖବର: ସାମୟିକ କର୍ମଚାରୀ ପାଇବେ ଏକକାଳୀନ ୨.୫ ଲକ୍ଷ

ଭୂବନେଶ୍ୱର: ରଥଯାତ୍ରା ପୂର୍ବରୁ ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ ଖୁସି ଖବର। ପୂର୍ବରୁ ସାମୟିକ କର୍ମଚାରୀ ମାନଙ୍କୁ କାର୍ଯ୍ୟରୁ ଅନ୍ତର (Cessation of Service ) ସମୟରେ ସେମାନଙ୍କୁ ଏକକାଳୀନ ୧.୫ ଲକ୍ଷ ଟଙ୍କା ମିଳୁଥିଲା। ଏହି ପରିମାଣକୁ ମୁଖ୍ୟମନ୍ତ୍ରୀ ମୋହନ…

ଚଳଚ୍ଚିତ୍ର ଅନନ୍ତା ଦେଖି ଟ୍ୟାକ୍ସ ଫ୍ରି ହେବା ଆବଶ୍ୟକ କହିଲେ ବିଧାୟକ ବାବୁ ସିଂ

ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁବର୍ଣ୍ଣ ଯୁଗ ଫେରିଛି l ଓଡ଼ିଆ ଚଳଚ୍ଚିତ୍ର ଦେଖିବା ପାଇଁ ଯୁବପିଢ଼ିଙ୍କର ଲମ୍ବା ଧାଡି ଲମ୍ବିଛି l ପ୍ରେକ୍ଷାଳୟ ଭିତରେ ବାହାରେ ସବୁଠି ଗହଳି l ରଜ ପରେବି ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶିତ ଏବଂ ସବ୍ୟସାଚୀ ମିଶ୍ରଙ୍କ…

ସମ୍ବିଧାନ ହତ୍ୟା ଦିବସ ୨୦୨୫; ଓଡିଶାର ୧୦୮ ଲୋକତନ୍ତ୍ର ସେନାନୀଙ୍କୁ ସମ୍ମାନିତ

ଭୂବନେଶ୍ୱର: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ହେବାର ୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ୨୦୨୫ ସ୍ଥାନୀୟ ରେଳ ଅଡିଟୋରିଅମ ଠାରେ ପାଳିତ ହୋଇଯାଇଛି। ଏହି…