Category: ଭୁବନେଶ୍ବର

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ, ନିଜେ ‘ଏକ୍ସ’ରେ ଦେଲେ ସୂଚନା

ଭୂବନେଶ୍ବର: ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇ ଯିବେ ବି‌ରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଜୁନ୍ ୨୨ରେ ସେ ମୁମ୍ବାଇର ପ୍ରଖ୍ୟାତ କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରାଇବେ ବୋଲି ସୂଚନା ରହିଛି…

ଭୁବନେଶ୍ବରରେ ବିଷାକ୍ତ ମଦ ପିଇ 2 ମୃତ, ବିଦେଶୀ ମଦ ଦୋକାନକୁ ସିଲ୍‌ କଲା ଅବକାରୀ ବିଭାଗ

ଭୂବନେଶ୍ବରରେ ବିଷାକ୍ତ ମଦ ପିଇ 2 ଜଣଙ୍କ ମୃତ୍ୟୁ । ଲକ୍ଷ୍ମୀସାଗର ଅଞ୍ଚଳରେ ଅପମିଶ୍ରିତ ମଦ ପିଇ 2 ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । 4 ଦିନ ତଳେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ…

ରଥଯାତ୍ରା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ

ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ପୁରୀର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ମଙ୍ଗଳବାର ମାନ୍ୟବର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟି ମହାପ୍ରଭୁଙ୍କ ଆଗାମୀ ପବିତ୍ର ଘୋଷଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି। ଏହି ଅବସରରେ ଶ୍ରୀ ପାଢୀ ବିଶ୍ୱ ପ୍ରସିଦ୍ଧ…

ଫିଲ୍ମ ଏବଂ ଟେଲିଭିଜନ ଡାଇରେକ୍ଟର୍ସ ଆସୋସିଏସନର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର – ଫିଲ୍ମ ଏବଂ ଟେଲିଭିଜନ ଡାଇରେକ୍ଟର୍ସ ଆସୋସିଏସନର ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି l ଏହି ସାମ୍ବାଦିକ ସମ୍ମିଳନୀ ରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ହିମାଂଶୁ ଖଟୁଆ, ସଭାପତି ଶ୍ରୀଯୁକ୍ତ ସବ୍ୟସାଚୀ ମହାପାତ୍ର, ସମ୍ପାଦକ ତାପସ ସରଘରିଆ, ଅନ୍ୟାନ୍ୟ ସଭ୍ୟ…

‘ଗୋଟଏ ବର୍ଷରେ ଆମେ ଉଭୟ ୭୩,୩୪୬ ଜଣଙ୍କୁ ନିଯୁକ୍ତି ଦେଇଛୁ’

ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ…

ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ନେଇ ଅଭିଯୋଗ; ୧୦ ଅଭିଯୁକ୍ତ ଗିରଫ

ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଗତକାଲି ୭ ଯୁବକଙ୍କୁ ଅଟକ ରଖି ପଚରାଉଚରା କରାଯାଉଥିଲା । ଆଜି ୩ ଜଣଙ୍କୁ ଧରିଲା ଗୋପାଳପୁର ପୋଲିସ । ଅଭିଯୁକ୍ତମାନେ ବାହାର ରାଜ୍ୟକୁ…

ରାଜଧାନୀରେ ଘରର ଝରକା ଭାଙ୍ଗି ସୁନା ଗହଣା ଲୁଟ୍

ଭୂବନେଶ୍ବର:ରଜରେ ରାଜଧାନୀ ଭୁବନେଶ୍ୱର ନୀଳାଦ୍ରିବାହାର ଅଞ୍ଚଳର ଏକ ପରିବାର ପୁରୀ ବୁଲିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଲୁଟେରା । ଦୁର୍ବୃତ୍ତମାନେ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଏବଂ ନଗଦ ଲୁଟି ନେଇଥିବା ଅଭିଯୋଗ ହୋଇଛି।…

୮ ବଡ ଶିଳ୍ପକୁ ମଞ୍ଜୁରୀ ; ଢେଙ୍କାନାଳରେ ବେଦାନ୍ତ କରିବ ମେଗା ପ୍ରକଳ୍ପ

ଭୂବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କ୍ଲିୟରାନ୍ସ ଅଥରିଟି (ଏଚଏଲସିଏ) ୧.୫୧ ଲକ୍ଷ କୋଟି ଟଙ୍କାର ୮ଟି ମେଗା ପ୍ରକଳ୍ପକୁ ଅନୁମୋଦନ କରିଛି। ୮ ଶିଳ୍ପ ହେଲେ ୬୦ ହଜାର ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଢେଙ୍କାନାଳ ଜିଲ୍ଲାରେ…

ରଥଯାତ୍ରା ଜଗିବ AI କ୍ୟାମେରା ଓ ରକ୍ଷକ ବାହନ : ଯାତାୟତ ପାଇଁ ବିଶେଷ ମୋବାଇଲ ଆପ୍

ଭୂବନେଶ୍ୱର: ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ…

ଯାଜପୁରରେ କାୟା ମେଲାଉଛି ଡାଇରିଆ: ଆଜି ଗ୍ରାଉଣ୍ଡକୁ ଯାଇ ସ୍ଥିତି ପରଖିବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଯାଜପୁର – ଯାଜପୁରରେ କାୟା ମେଲାଉଛି ଡାଇରିଆ । ଝାଡ଼ାବାନ୍ତିରେ ଆଉ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଦୁଇ ମୃତକ ହେଲେ ଯାଜପୁର ବ୍ଲକ ଖଇରାବାଦ ଗାଁର ଜୟନ୍ତୀ…