Category: ଭୁବନେଶ୍ବର

ନିଟ୍ ୟୁଜି ପରୀକ୍ଷାଫଳ ପ୍ରକାଶିତ: ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର

ଭୂବନେଶ୍ୱର: ପ୍ରକାଶ ପାଇଲା NEET-UG-୨୦୨୫ ରେଜଲ୍ଟ। ରାଜସ୍ଥାନର ମହେଲ କେଶୱାନୀ ଟପ୍ପର। ସେହିପରି ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର। ସର୍ବଭାରତୀୟ ରାଙ୍କର ୬୦ତମ ସ୍ଥାନରେ ସ୍ନେହାଶିଷ। ନ୍ୟାସନାଲ୍‌ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କୁ ଇ-ମେଲ୍‌ରେ ସ୍କୋରକାର୍ଡ…

୨୦ରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’, କରିପାରନ୍ତି ବଡ଼ ଘୋଷଣା

ଭୁବନେଶ୍ୱର: ଜୁନ ୨୦ ତାରିଖରେ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଦିନ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀଙ୍କ ହେବ ରୋଡ୍‌ ଶୋ। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଅପରାହ୍ନ ୩ଟାରେ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ କରାଯିବ…

ଆଜି ପହିଲି ରଜ; ଉତ୍ସବମୁଖର ଗାଁରୁ ସହର

ରଜ ପର୍ବ ଓଡ଼ିଶାର ଏକ ଗଣପର୍ବ । ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରନ୍ତି । ତିନିଦିନ ଧରି ଏହା ପୁରପଲ୍ଲୀରେ ବେଶ୍ ଜାକଜମକରେ ପାଳିତ ହୁଏ । ଗାଁ ଗହଳୀର ଲୋକମାନେ ପାଲା, ଦାସକାଠିଆ,…

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର; ରିହାତି ଦରରେ ରାସନ ସାମଗ୍ରୀ

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର । ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ’। ଚାଉଳ, ଅଟା, ଚିନି, ଲୁଣ, ଡାଲି ପରି ଅତ୍ୟାବଶ୍ୟକୀୟ ସାମଗ୍ରୀ ମିଳିବ ।…

ଆସିଲା ବଡ ଖବର ; ବଢିଲା ଗୃହରକ୍ଷୀଙ୍କ ଭତ୍ତା, ଜାଣନ୍ତୁ କେବେ ଠାରୁ ହେବ ଲାଗୁ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି ।…

୧୧ ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ ନିର୍ମାଣ…

ରାଜ୍ୟ ସରକାର ପାଳନ କରିବେ ରଜ, ଉକୃଷ୍ଟ କିଶୋରୀ ସୁଭଦ୍ରା ଦିବସ ନାଁରେ ପାଳିତ ହେବ ରଜ

ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ଗଣପର୍ବ ‘ରଜ’ ଚଳିତ ବର୍ଷ ନିଆରା ଢଙ୍ଗରେ ପାଳନ ହେବାକୁ ଯାଉଛି। ପ୍ରଥମ ଥର ପାଇଁ ରାଜ୍ୟ ସରକାର ରଜ ପର୍ବକୁ ନିଆରା କରିବାକୁ ଯାଉଛନ୍ତି। ଏନେଇ ସରକାର ଆଜି ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ଦିନକ ପରେ…

ମୋହନ ସରକାରଙ୍କ ବର୍ଷପୂର୍ତ୍ତିକୁ ତୀର ମାରିଲା କଂଗ୍ରେସ, ଜାରୀ କଲା 23 ଟି ପ୍ରତାରଣା ତାଲିକା

ଭୂବନେଶ୍ବର – ଗୋଟିଏ ପଟେ ରାଜ୍ୟ ସରକାର ନିଜର ବର୍ଷପୂର୍ତ୍ତି ପାଳନ କରୁଥିବା ବେଳେ ଅନ୍ୟପଟେ କଂଗ୍ରେସ ତାହାକୁ ତୀର ମାରିଛି। ସରକାର ବର୍ଷ ଏକ ଉପଲବ୍ଧି ଅନେକ ସ୍ଲୋଗାନ ଦେଉଥିବା ବେଳେ କଂଗ୍ରେସ ଏହାକୁ ସମାଲୋଚନା କରିଛି। କହିଛି ବର୍ଷ…

ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ମୃତ ସନ୍ତୋଷ ପରିଡ଼ାଙ୍କ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ବହନ କରିବେ ସରକାର

ଭଦ୍ରକ ତିହିଡ଼ି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ସନ୍ତୋଷ ପରିଡ଼ାଙ୍କ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ସରକାର ବହନ କରିବେ ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗତକାଲି…

୪୦ ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଅନନ୍ତା, ଦେଶ ଦୃଶ୍ୟରେ ଦର୍ଶକଙ୍କ ଆଖିରେ ଲୁହ

ଭୁବନେଶ୍ୱର – ବ୍ୟାସକବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ରାଣ୍ଡୀ ପୁଅ ଅନନ୍ତାକୁ ନେଇ ସବ୍ୟସାଚୀ ମହାପାତ୍ର ଏବଂ କୁମାର ସି ଦେବଙ୍କ ନିର୍ଦ୍ଦେଶିତ “ଅନନ୍ତା” ସାରା ଓଡ଼ିଶାରେ ୪୦ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା l ନିଛକ ଓଡ଼ିଆ କାହାଣୀ…