Category: ଭୁବନେଶ୍ବର

ଆକ୍ସନ ମୋଡରେ ବନ ବିଭାଗ; ସଂରକ୍ଷିତ ଜଙ୍ଗଲରେ ୨୮ ବେଆଇନ ନିର୍ମାଣ ଘର ଭାଙ୍ଗିଲା

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ବନାଞ୍ଚଳ ଅଧୀନରେ ଥିବା ହାତୀବାଡ଼ି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଜବରଦଖଲ କରି ଦୋକାନ ଗୃହ ଓ ଘର ନିର୍ମାଣ କରିଥିଲେ । ରବିବାର ବନ ବିଭାଗ ପକ୍ଷରୁ ଜେସିବି ଲଗାଇ ମୋଟ ୨୮ ଗୋଟି ଘର…

ଶ୍ରୀମନ୍ଦିରରେ ଡ୍ରୋନ୍‌ ଉଡ଼ିବା ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଶ୍ରୀ ମନ୍ଦିର ଉପରେ ଡ୍ରୋନ ଉଡ଼ିବା ଘଟଣାରେ ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । “ଶ୍ରୀମନ୍ଦିର ସୁରକ୍ଷା, ଶୃଙ୍ଖଳା, ଭକ୍ତଙ୍କ ସୁଗମତାକୁ ସରକାର ଗୁରୁତ୍ବ ଦେଉଛନ୍ତି । ଶ୍ରୀମନ୍ଦିରରେ ଆଣ୍ଟି ଡ୍ରୋନ ଟେକନୋଲୋଜି ପ୍ରକ୍ରିୟା ଆରମ୍ଭ କରିଛୁ ଏବଂ…

ମହୋଦଧିରେ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ ପରେ ଲଣ୍ଡା ହେଲେ ଅଭିନେତା ବାବୁସାନ୍

ସୁଟିଂ ପାଇଁ ଚୁଟି କାଟି ନଥିଲେ ବାବୁସାନ । ଆଜି ଚୁଟି ପକାଇବା ସହ ଅସ୍ଥି ବିସର୍ଜନ କଲେ ଅଭିନେତା ବାବୁସାନ । ପୁରୀରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ ସହ ଶ୍ରାଦ୍ଧ ପ୍ରଦାନ କରିଛନ୍ତି ପୁଅ ବାବୁସାନ…

କ୍ରୁଟର ବଡ଼ ନିଷ୍ପତ୍ତି: ଏଣିକି ୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍‌ ଡ୍ରାଇଭିଂ ମନା

ଭୂବନେଶ୍ୱର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍‌ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ…

ପୁରୀରେ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ ଆରମ୍ଭ

ଭୂବନେଶ୍ୱର: ବୈଜ୍ଞାନିକ ହସ୍ତକ୍ଷେପ ମାଧ୍ୟମରେ ଭାରତୀୟ କୃଷିକୁ ପରିବର୍ତ୍ତନ କରିବା ପାଇଁ ଏକ ଦେଶବ୍ୟାପୀ ଅଭିଯାନ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ ଗୁରୁବାର ଦିନ ପୁରୀର ସାକ୍ଷୀଗୋପାଳରେ ଆରମ୍ଭ ହୋଇଛି। କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ମୁଖ୍ୟମନ୍ତ୍ରୀ ମୋହନ…

ଲକ୍ଷପତି ଦିଦି ସୃଷ୍ଟି କ୍ଷେତ୍ରରେ ଓଡ଼ିଶା ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି: ମୁଖ୍ୟମନ୍ତ୍ରୀ

ଭୃବନେଶ୍ବର: ଆଜି ଭୁବନେଶ୍ବର ଲୋକସେବା ଭବନର ସମ୍ମିଳନୀ କକ୍ଷରେରେ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଆୟୋଜିତ ହୋଇଯାଇଛି । ଆୟୋଜିତ ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୫ଟି…

୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଫସିଲେ ‘ଇଡି’ର ଡେପୁଟି ଡାଇରେକ୍ଟର

ଭୂବନେଶ୍ବର: ସିବିଆଇ ପଞ୍ଝାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଡେପୁଟି ଡାଇରେକ୍ଟର । ଲାଞ୍ଚ ନେଇ ଧରାପଡ଼ିଲେ ଭୁବନେଶ୍ବରସ୍ଥିତ କାର୍ଯ୍ୟଳୟରେ କାର୍ଯ୍ୟରତ ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ । ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ମାଡ଼ି ବସିଲା ସିବିଆଇ ଟିମ୍‌…

ଡରାଉଛି ମହାମାରୀ, ରାଜ୍ୟରେ ୫ ନୂଆ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

ଭୂବନେଶ୍ୱର: ଦିନକୁ ଦିନ କୋଭିଡ ସଂକ୍ରମଣ ବିସ୍ତାର କରୁଛି। ଡରାଉଛି ମହାମାରୀ। ଏବେ ରାଜ୍ୟରେ ଚିହ୍ନଟ ହେଲା ୫ ନୂଆ କୋଭିଡ୍‌ ଆକ୍ରାନ୍ତ। ଜଣେ ବ୍ୟକ୍ତିଙ୍କ ଆଣ୍ଟିଜେନ୍ ପରୀକ୍ଷାରୁ ସ୍ପଷ୍ଟ ହୋଇଥିବା ସୂଚନା। ତେବେ ଆଣ୍ଟିଜେନ୍‌ କିଟ୍ କେତେ କାମ କରୁଛି,…

୬୦,୦୦୦ ଟଙ୍କା ଲାଞ୍ଚ ନେଇ ଫସିଲେ ଆରଆଇ

ଭୂବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଢେଙ୍କାନାଳର ହିନ୍ଦୋଳ ତହସିଲର ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଶଶି ଭୂଷଣ ବେହେରାଙ୍କୁ ୬୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଅଟକ ରଖିଛନ୍ତି। ଭିଜିଲାନ୍ସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସେ…

ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୂବନେଶ୍ୱର: ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି। ଏନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। କୋଭିଡ୍‌ର ଅସ୍ୱାଭାବିକ ସ୍ଥିତି ନାହିଁ, ବ୍ୟସ୍ତ ହେବାର କାରଣ ନାହିଁ। କୋଭିଡ୍‌ ରିପୋର୍ଟ ଆସିଲେ RTPCR କରିବୁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…