Category: ଭୁବନେଶ୍ବର

ଆହୁରି ୭ ଦିନ ବଢିଲା ଭୁବନେଶ୍ବର ବିମାନ ବନ୍ଦର ରେଡ୍ ଆଲର୍ଟ, ପରିଦର୍ଶକଙ୍କୁ ପ୍ରବେଶ ମନା

ଭୂବନେଶ୍ବର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ା ରହିବ । ଆହୁରି ୭ ଦିନ ଯାଏଁ ରେଡ୍ ଆଲର୍ଟ ଭିତରେ ରହିବ ବିମାନ ବନ୍ଦର । ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍ ସିକ୍ୟୁରିଟି, ବିସିଏଏସ୍ ବିମାନବନ୍ଦରରେ…

ଉଦଘାଟିତ ହେଲା ୩.୬୫ କୋଟିରେ ନିର୍ମିତ ପ୍ରଗତି ସ୍ପୋର୍ଟିଂର ନୂତନ କ୍ରୀଡ଼ା ପ୍ରଶିକ୍ଷଣ କେନ୍ଦ୍ର

ଭୂବନେଶ୍ବର: ଶନିବାର ୟୁନିଟ-୬ ପ୍ରଗତି ସ୍ପୋର୍ଟିଂରେ ନୂତନ କ୍ରୀଡ଼ା ପ୍ରଶିକ୍ଷଣ କେନ୍ଦ୍ରର ଉଦ୍‌ଘାଟନ ହୋଇଛି। ନାଚୁରାଲ ଓ ସିନ୍ଥେଟିକ କ୍ରିକେଟ୍ ନେଟ୍ ପ୍ରାକ୍ଟିସ ପିଚ୍ ଠାରୁ ନେଇ ସେମି ଇଣ୍ଡୋର କ୍ରିକେଟ୍ ନେଟ୍ ପ୍ରାକ୍ଟିସ ପିଚ୍, କ୍ରୀଡ଼ାବିତମାନଙ୍କ ପାଇଁ ଫ୍ୟାସିଲିଟି ବିଲଡିଂ,…

ରାଜଧାନୀରେ ଚାଲିବ ହାଇଡ୍ରୋଜେନ ବସ

ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ। ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ। ଏନେଇ ଏମଓୟୁ ସରିଛି। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ଭୁବନେଶ୍ବରରେ…

ନୀତି ଆୟୋଗ ବୈଠକରେ ‘ସୁଭଦ୍ରାର ‘ ସଫଳତା ବଖାଣିିଲେ ମୁଖ୍ୟମନ୍ତ୍ରୀ, କହିଲେ ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଲକ୍ଷ୍ୟ

ଆଜି ଦିଲ୍ଲୀରେ ନୀତି ଆୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଦେଶର ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ଏହି ବୈଠକକୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ଆମକୁ ବିକାଶର ଗତି ବୃଦ୍ଧି…

ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ

ଭୂବନେଶ୍ୱର: ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ। ବିହାର ମୁଙ୍ଗେରରୁ ଧରାପଡ଼ିଲା ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍। ମହମ୍ମଦ ଅସଲମ୍‌କୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍। ମହମ୍ମଦ ଅସଲମ୍ ନାଁରେ ବିହାର ଓ ପଶ୍ଚିମବଙ୍ଗରେ ବି ମାମଲା ରହିଛି। ତେବେ ଅସଲମକୁ…

ବେଆଇନ୍ ମାଦକଦ୍ରବ୍ୟ ବିରୋଧରେ ହେବ ସଚେତନତା କାର୍ଯ୍ୟକ୍ରମ, ସ୍କୁଲସ୍ତରରେ ହେବ ପ୍ରବନ୍ଧ ପ୍ରତିଯୋଗିତା

ଭୂବନେଶ୍ୱର: ନୂଆ ସରକାର ରାଜ୍ୟର ଶାସନ ଭାର ହାତକୁ ନେବା ପରେ ବେଆଇନ ମାଦକ ଦ୍ରବ୍ୟ କାରବାର ଆନେକାଂଶରେ ହ୍ରାସ ପାଇଛି। ଅବକାରୀ ବିଭାଗ, ପୋଲିସ ପ୍ରଶାସନ ଏବଂ ସ୍ପେସାଲ୍‌ ସ୍କ୍ୱାର୍ଡ ଜରିଆରେ ନିୟମିତ ଚଢ଼ାଉ କରାଯାଇ ଅନେକ ବେଆଇନ ମଦଭାଟିକୁ…

ଓଏଏସ୍ ସ୍ତରରେ ଅଦଳବଦଳ, ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

ଭୂବନେଶ୍ୱର: ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ ଅଧିକାରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ସୂଚନା ଏବଂ ଲୋକସମ୍ପର୍କ (ଆଇ ଆଣ୍ଡ ପିଆର) ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ପିଏମ୍‌ ପୋଷଣ ଓ…

ସୁନ୍ଦରଗଡ଼ ଖଣି ଦୁର୍ନୀତିର ହେବ ଭିଜିଲାନ୍ସ ତଦନ୍ତ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଖଣି ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ କଡ଼ା ଆଭିମୁଖ୍ୟ। ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ୍ ଖଣି ଉତ୍ତୋଳନ ଓ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ…

ସ୍ଥଗିତ ରହିଲା ପଞ୍ଚାୟତ ଉପ ନିର୍ବାଚନ; ମୌସୁମୀ ପାଇଁ ସ୍ଥଗିତ ରଖିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ ନିଷ୍ପତ୍ତି

ସ୍ଥଗିତ ରହିଲା ପଞ୍ଚାୟତ ଉପ ନିର୍ବାଚନ । ମୌସୁମୀ ପାଇଁ ସ୍ଥଗିତ ରଖିବାକୁ ରାଜ୍ୟ କମିଶନ ନିଷ୍ପତ୍ତି ନେଇଛନ୍ତି । ୧ହଜାର ୧୩୧ଟି ଖାଲି ପଦ ପୂରଣ ପାଇଁ ବାହାରି ଥିବା ବିଜ୍ଞପ୍ତି ରଦ୍ଦ ହୋଇଛି । ଜିଲ୍ଲା ଅଧିକାରୀ ଏବଂ…

ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି: ସୁରେଶ ପୂଜାରୀ

ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି । ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେନି। ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଖୁବ୍‌ଶୀଘ୍ର କର୍ପସ ଫଣ୍ଡ ଗଠନ…

You missed