Category: ଭୁବନେଶ୍ବର

ଆଜି ଜାତୀୟ ପଞ୍ଚାୟତିରାଜ ଦିବସ : ବଡ ଭେଟିଦେବେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୨୪/୦୪ : ଆଜି ପୁରୀ ତାଳବଣିଆଠାରେ ଆୟୋଜିତ ହେବ ରାଜ୍ୟସ୍ତରୀୟ ପଞ୍ଚାୟତି ରାଜ ଦିବସ ସମାରୋହ । କାର୍ଯ୍ୟକ୍ରମରେ ସାମିଲ ହୋଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ ବଡ଼ ଘୋଷଣା କରିବେ । ପୁରୀରୁ ୬ ଲକ୍ଷ ହିତାଧିକାରୀଙ୍କୁ ରାସନ…

୨୪ରେ ମିଳିବ ନୂଆ ରାସନ କାର୍ଡ

ଭୂବନେଶ୍ୱର: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ। ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ…

ସିଭିଲ୍ ସର୍ଭିସେସ୍ ପରୀକ୍ଷା ୨୦୨୫ର ଟପ୍ପର ଶକ୍ତି ଦୁବେ

ଭୂବନେଶ୍ୱର: ୟୁପିଏସସି ଦ୍ୱାରା ସିଭିଲ୍ ସର୍ଭିସେସ୍ ପରୀକ୍ଷାର ରେଜଲ୍ଟ ମଙ୍ଗଳବାର ଦିନ ପ୍ରକାଶ ପାଇଛି। ଶକ୍ତି ଦୁବେ ସିଭିଲ୍ ସର୍ଭିସେସ୍ ପରୀକ୍ଷା ୨୦୨୫ର ଟପ୍ପର ହୋଇଛନ୍ତି। ସୂଚନା ଅନୁଯାୟୀ, ଓଡ଼ିଆ ଝିଅ ରିତିକା ରଥ ୪୮ତମ ସ୍ଥାନ ହାସଲ କରିଛନ୍ତି। ଏହା…

କାଶ୍ମୀରର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ; ଦୃଢ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ବର: ଜମ୍ମୁ କାଶ୍ମୀରର ପହେଲଗାମ ଠାରେ ଆଜି ଉଗ୍ରପନ୍ଥୀମାନେ ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ପର୍ଯ୍ୟଟକ ମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ…

ଆଜି ଠାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

ଭୂବନେଶ୍ବର: ଗ୍ରୀଷ୍ମ ପ୍ରବାହ ପାଇଁ ବନ୍ଦ ଘୋଷଣା କଲେ ସରକାର । ଆଜିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ…

ରାଜ୍ୟରେ ୪୫ ଡିଗ୍ରୀ ଟପିଲା ତାପମାତ୍ରା, ଆଜି ୪ ଜିଲ୍ଲାକୁ ହିଟ୍‌ୱେଭ୍‌ ଆଲର୍ଟ

ଭୂବନେଶ୍ୱର: ପଶ୍ଚିମ, ଆଭ୍ୟନ୍ତରୀଣ ଓଡିଶାରେ ବର୍ଷୁଛି ନିଆଁ। ୪୫ ଡିଗ୍ରୀ ଡେଇଁଲା ପାରଦ। ଆଜିଠୁ ଗ୍ରୀଷ୍ମ ଲହରୀ ଆରମ୍ଭ। ୨୩ରୁ ସାଂଘାତିକ ହେବ ତାତି। ଝାରସୁଗୁଡ଼ା ତାପମାତ୍ରା ୪୫.୪ ଡିଗ୍ରୀ ପାଲଟିଛି ଦେଶର ଦ୍ୱିତୀୟ ଉତ୍ତପ୍ତ ସହର। ୧୪ ସହରରେ ତାପମାତ୍ରା…

ବିଦେଶରେ ଚାକିରି ନାଁରେ ଠକେଇ : ୩ ଗିରଫ

ଭୂବନେଶ୍ୱର, ୨୧/୦୪ : ଇସ୍ରାଏଲରେ ଚାକିରୀ ଦେବାକୁ କହି ଠକେଇ । ଠକେଇରେ ସମ୍ପୃକ୍ତ ୩ ମାଷ୍ଟରମାଇଣ୍ଡ ଗିରଫ। ଗିରଫ ଅଭିଯୁକ୍ତଙ୍କ ଘର ମୁମ୍ବାଇ ବୋଲି ଜଣାପଡିଛି । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ରାଜ ଇନ୍ ନାମକ ହୋଟେଲରେ ଗତକାଲି…

୨୪ରେ ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା : ଉପମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର, ୧୯/୦୪ : ଆସନ୍ତା ୨୪ ତାରିଖରେ ମିଳିବ ସୁଭଦ୍ରା ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ପୁରୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମିଳିବ ଟଙ୍କା । ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା…

ଓଡ଼ିଶା ଶିଳ୍ପ ସୁରକ୍ଷା ବାହିନୀର ହେବ ଆଉ ଏକ ବାଟାଲିୟନ : ମୁଖ୍ୟମନ୍ତ୍ରୀ

ଓଡ଼ିଶା ଶିଳ୍ପ ସୁରକ୍ଷା ବାହିନୀର ହେବ ଆଉ ଏକ ବାଟାଲିୟନ : ମୁଖ୍ୟମନ୍ତ୍ରୀ ଭୂବନେଶ୍ୱର, ୨୦/୦୪ : ରାଜ୍ୟରେ ଓଡ଼ିଶା ଶିଳ୍ପ ସୁରକ୍ଷା ବାହିନୀ(ଓଆଇଏସଏଫ)ର ଆଉ ଏକ ବାଟାଲିୟନ ହେବ । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଞ୍ଜୁରୀ…

ଓଡ଼ିଶାକୁ ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ଗଡକରୀ

ଭୂବନେଶ୍ବର: ଭୁବନେଶ୍ବରରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କାରୀ । ଓଡ଼ିଶାକୁ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କ ବଡ଼ ଉପହାର । ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଲେ । ୧୫୪ କିମି ଦୀର୍ଘ ୧୯ଟି…

You missed