୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ୍ ଉଦଘାଟିତ
ଭୂବନେଶ୍ଵର, ୦୭-୦୮/୦୪ : ସପ୍ତମ ବାଟାଲିୟନ ପଡ଼ିଆରେ ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିଅନସିପ୍-୨୦୨୫ ଆନୁଷ୍ଠାନିକଭାବେ ଆଜି ଉଦଘାଟିତ ହୋଇଛି । ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି…
