Category: ଭୁବନେଶ୍ବର

ଅଚଳ ଗୃହ: ବିଧାନସଭା ବାହାରେ ଧାରଣା ଦେଲେ ବିଜେଡ଼ି ଓ କଂଗ୍ରେସ

ଅଚଳ ଗୃହ: ବିଧାନସଭା ବାହାରେ ଧାରଣା ଦେଲେ ବିଜେଡ଼ି ଓ କଂଗ୍ରେସ ଭୂବନେଶ୍ୱର: ଆରମ୍ଭ ଦିନରୁ ଅଚଳ ଚାଲିଛି ଗୃହ। ଆଜିବି ସମାନ ସ୍ଥିତି। ଆଜି ବି ଚାଲି ପାରିଲା ନାହିଁ ବିଧାନସଭା । ଗୃହକାର୍ଯ୍ୟ ଆରମ୍ଭ ହେଉ ହେଉ ମୁଲତବୀ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ : ଭିଜିଲାନ୍ସ ଜାଲରେ ଏଜ୍ୟୁକିଟିଭ ଅଫିସର

ଭୂବନେଶ୍ୱର, ୨୫/୦୩ : ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସୋରଡା- ଖୋର୍ଦ୍ଧା ମ୍ୟୁନିସିପାଲଟି ଅଫିସରେ କାର୍ଯ୍ୟରତ ଏକଜ୍ୟୁକିଟିଭ ଅଫିସର ସୂର୍ଯ୍ୟ ମଣୀ ପାଟ୍ଟଯୋଶୀଙ୍କ ଘରେ ରେଡ୍ ହୋଇଛି । ସୋରଡା ସ୍ଥିତ ତିନୋଟି ଘରେ ଚାଲିଛି ଭିଜିଲାନ୍ସ ଚଢ଼ାଉ ।…

୨ଦିନିଆ ଓଡ଼ିଶା ଗସ୍ତ ସାରି ଆଜି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ଭୂବନେଶ୍ବର, ୨୫/୦୩ : ଆଜି ନୂଆଦିଲ୍ଲୀ ଫେରି ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ସକାଳ ୯ଟା ସମୟରେ ରାଷ୍ଟ୍ରପତି ରାଜଭବନରୁ ବାହାରି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଓ…

ବୃଦ୍ଧି ହେବନି ବିଜୁଳି ଦର : ଓଇଆରସି

ଭୂବନେଶ୍ବର,୨୫/୩ : ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ବଡ଼ ଆଶ୍ବସ୍ତି ମିଳିଛି। ଚଳିତବର୍ଷ କୌଣସି ବିଦ୍ୟୁତ୍ ଦେୟ ବୃଦ୍ଧି ପାଇବ ନାହିଁ। ୨୦୨୫-୨୬ ଆର୍ଥିକ ବର୍ଷରେ ବିଦ୍ୟୁତ୍ ଦର ଅପରିବର୍ତ୍ତିତ ରହିଛି। ଏଥିନେଇ ସୋମବାର ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ପକ୍ଷରୁ ଏ ସଂକ୍ରାନ୍ତରେ…

ଆଜି ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ଜାଣନ୍ତୁ କଣ ରହିଛି ପୁରା କାର୍ଯ୍ୟସୂଚୀ

ଆଜି ରାଷ୍ଟ୍ରପତିଙ୍କ ନୟାଗଡ଼ ଗସ୍ତ । କଣ୍ଟିଲୋରେ ପ୍ରଭୁ ନୀଳମାଧବଙ୍କ ଦର୍ଶନ କରିବା ପରେ ସ୍ଥାନୀୟ କାଳିଆପଲ୍ଲୀ ଗାଁରେ ଏକ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନଜରରେ ରଖି ନୀଳମାଧବଙ୍କ ମନ୍ଦିରରେ ବ୍ୟାପକ…

ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା

ବିଧାନସଭା ବଜେଟ୍‌ ଅଧିବେଶନ । ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା । ସୋମବାର ଗୃହ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ୍‌ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ,…

୨୭ ଜିଲ୍ଲାରେ ନାହିଁ ବାଲି ଚୋରା ମାମଲା: ଖଣି ମନ୍ତ୍ରୀ

ଭୂବନେଶ୍ୱର: ବାଲି ଚୋରା ଚାଲାଣ ମାମଲାରେ ବଡ ସୂଚନା ଦେଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । କେବଳ ମୟୂରଭଞ୍ଜ, କେନ୍ଦୁଝର ଓ ପୁରୀ ଜିଲ୍ଲାକୁ ବାଦ୍‌ ଦେଲେ ଆନ୍ତଃରାଜ୍ୟ ବାଲି ଚୋରି ସଂକ୍ରାନ୍ତୀୟ କୌଣସି ମାମଲା…

ବିଶ୍ୱସ୍ତରୀୟ ହେବ ରାସ୍ତା, ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫କୁ ଅନୁମୋଦନ

ଭୂବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫ର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ। ଏହି ଲକ୍ଷ୍ୟ ରଖି ବିଭିନ୍ନ ଉଚ୍ଚ ମୂଲ୍ୟର ପ୍ରକଳ୍ପ ଗୁଡ଼ିକୁ…

ତୁଟିବ ମହାନଦୀ ଜଳ ବିବାଦ! ଆପୋଷ ସମାଧାନ ପାଇଁ ଆଲୋଚନା

ଭୂବନେଶ୍ୱର: ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ…

ବାଲି ଖାଦାନ ପାଇଁ ଏସଓପି; ଜିଲ୍ଲା କମିଟି ନେବ ଚୂଡ଼ାନ୍ତ ନିଷ୍ପତ୍ତି

ଭୂବନେଶ୍ବର:ବାଲି ଖାଦାନ ପରିଚାଳନା ନେଇ ଆସିଲା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁର ବା ଏସଓପି । ଏହି ଏସଓପି ଜାରି କରିଛି ଲଘୁ ଖଣିଜ ନିର୍ଦ୍ଦେଶାଳୟ। ବାଲି ଓ ଖଣି ମାଫିଆମାନେ ରାଜ୍ୟ ଭିତରୁ ବେଆଇନ୍‌ ଭାବେ ବାଲି ଓ ଖଣିଜ ସାମଗ୍ରୀ…