Category: ଭୁବନେଶ୍ବର

ମାର୍ଚ୍ଚ ୨୭ ରେ ବିଧାନ ସଭା ଘେରିବ କଂଗ୍ରେସ

ମାର୍ଚ୍ଚ ୨୭ ରେ ବିଧାନ ସଭା ଘେରିବ କଂଗ୍ରେସ ଭୁବନେଶ୍ଵର, ତା. ୧୨.୦୩ ରିଖ : ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଅଧ୍ୟକ୍ଷତାରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦମାନଙ୍କ ଗୁରୁତ୍ଵପୂର୍ଣ…

ଆକ୍ସନ ନେଲେ ବାଚସ୍ପତି ; ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ଗୃହରୁ ସସ୍‌ପେଣ୍ଡ

ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍ପେଣ୍ଡ କରିଛନ୍ତି…

୧୨ଟା ୯ ମିନିଟ୍‌ ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି

ହଙ୍ଗାମା ଯୋଗୁଁ ଚାଲିପାରିଲାନି, ଗୃହକୁ ମୁଲତବି ଘୋଷଣା। ବାଚସ୍ପତିଙ୍କ ପୋଡିୟମ ତଳେ ବିଜେଡି ଓ କଂଗ୍ରେସର ହଙ୍ଗାମା। ୧୨ଟା ୯ ମିନିଟ୍‌ ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି। ଦୁଇ ଦିନର ବିରତି ପରେ ପୁଣି ସରଗରମ ହୋଇଛି ବିଧାନସଭା ବଜେଟ…

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ‘ୟୁଥ୍‌ କନକ୍ଲେଭ’

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ‘ୟୁଥ୍‌ କନକ୍ଲେଭ’:‘‘ନାରୀମାନଙ୍କୁ ଉଚିତ ସୁଯୋଗ, ସମ୍ମାନ ଓ ସମାନତା ପ୍ରଦାନ ଉପରେ ଗୁରୁତ୍ୱ’’ ଭୁବନେଶ୍ୱର, ୮ ମାର୍ଚ୍ଚ ୨୦୨୫: ନାରୀ ହେଉଛନ୍ତି ଆମ ସମାଜର ଶକ୍ତି। ତେଣୁ ସେମାନଙ୍କୁ ଉଚିତ ସୁଯୋଗ…

ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ: ପ୍ରଭାତୀ ପରିଡ଼ା

ମହିଳାଙ୍କୁ ସଶକ୍ତ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା। ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ। ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ। ଆକାଉଣ୍ଟକୁ ଆସିଲା…

ଆଜି ଆସିବ ‘ସୁଭଦ୍ରା’ ଦ୍ୱିତୀୟ କିସ୍ତି, ବ୍ରହ୍ମପୁରରେ କିସ୍ତି ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜି ଅର୍ଥାତ୍ ଶନିବାର ଦିନ ମହିଳାଙ୍କ ଖାତାକୁ ଯିବ ସୁଭଦ୍ରା ଯୋଜନାରେ ଦ୍ୱିତୀୟ କିସ୍ତି ଟଙ୍କା । ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ବିବେକ ବିହାରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବେ । ସକାଳ…

୪୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ଟି ନବନିର୍ମିତ ଥାନା ଗୃହର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୭/୦୩- ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କମିସନରେଟ ପୋଲିସ ଅନ୍ତର୍ଗତ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଠାରେ ଆଭାସୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ଟି ନବନିର୍ମିତ ଥାନା ଗୃହ ଉଦଘାଟନ କରିଛନ୍ତି। ସୂଚନା ଯୋଗ୍ୟଯେ, ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର…

ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଉଛି। ଆଜି ସକାଳେ ଭୁବନେଶ୍ଵର , ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ ସମେତ ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି…

ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ନୂଆ ବାସଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂଜାର୍ଚ୍ଚନା ପରେ ୧୦ଟା ୪୭ରେ ଗୃହ ପ୍ରବେଶ କଲେ । ଗାନ୍ଧୀ ମାର୍ଗ ନୁହେଁ ରାଜଭବନ ମାର୍ଗରେ ଥିବା ରହିଛି…

ବିଜୁବାବୁଙ୍କ ଅଧୁରା ସ୍ୱପ୍ନକୁ  ଆମ ସରକାର ପୂରଣ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁବାବୁ ଥିଲେ ଓଡିଶାର ପଥ ପ୍ରଦର୍ଶକ। ବିଜୁ ବାବୁଙ୍କ ପ୍ରତ୍ୟେକଟି ପଦକ୍ଷେପ ଆମକୁ ପ୍ରେରଣା ଦେଉଛି। ଓଡିଶା ପାଇଁ ସେ ଅନେକ ସ୍ୱପ୍ନ ଦେଖିଥିଲେ ଏବଂ ତାକୁ ପୂରଣ କରିବା ପାଇଁ ଜୀବନର ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ଉଦ୍ୟମ କରିଥିଲେ।…