ଅଯୋଧ୍ୟାରେ ହେବ ଓଡିଶା ଭବନ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଲକ୍ଷ୍ନୌ: ଅଯୋଧ୍ୟାରେ ହେବ ଓଡିଶା ଭବନ । ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଓଡ଼ିଶା ଭବନ ନିର୍ମାଣ ହେବ । ରାମଲାଲାଙ୍କ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ରହିବା ଏବଂ ସେମାନଙ୍କ ପାଇଁ ଓଡ଼ିଶାର ଏକ ଉପସ୍ଥିତି ଦେବା ଲାଗି ଏହି ବ୍ୟବସ୍ଥା କରିବେ…
ମାସ ଶେଷ ସୁଦ୍ଧା ହୋଇପାରେ ମୋହନଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ
ଭୂବନେଶ୍ୱର,୨୩/୦୨: ଆଜି ମହାକୁମ୍ଭ ମେଳାରେ ବୁଡ଼ ପକାଇବାକୁ ପ୍ରୟାଗରାଜ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଫେରିବା ପରେ ବିଜେପିର କୋର୍ କମିଟି ବୈଠକ ବସିବ । ଏଥିରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହେବ ।…
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୂବନେଶ୍ୱର, ୨୩/୦୨ : ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ପରିବାରଙ୍କ ସଙ୍ଗେ ପ୍ରୟାଗରାଜ ଯାଇଥିବା ବେଳେ, ପବିତ୍ର ମହାକୁମ୍ଭ ଅବସରରେ ସଙ୍ଗମ ଜଳରେ ମହାସ୍ନାନ କରିଛନ୍ତି । ମହାସ୍ନାନର ଶେଷ ସପ୍ତାହ । ଆଉ ଦୁଇ ତିନି ଦିନ ପରେ…
ଗରୀବ ଝିଅମାନଙ୍କ ବିବାହ ପାଇଁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଆରମ୍ଭ
ଗରୀବ ଝିଅମାନଙ୍କ ବିବାହ ପାଇଁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଆରମ୍ଭ ଭୂବନେଶ୍ୱର, ୨୪/୦୨ : ଗରୀବ ଝିଅମାନଙ୍କ ବିବାହ ପାଇଁ ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଆରମ୍ଭ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଦୁର୍ବଳ…
ନ୍ୟାସନାଲ ଗେମ୍ସର ଓଡ଼ିଶାର ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା; ସ୍ବର୍ଣ୍ଣ ପଦକଧାରୀଙ୍କୁ ୬ ଲକ୍ଷ ରାଶି ପ୍ରଦାନ
ନ୍ୟାସନାଲ ଗେମ୍ସର ଓଡ଼ିଶାର ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା; ସ୍ବର୍ଣ୍ଣ ପଦକଧାରୀଙ୍କୁ ୬ ଲକ୍ଷ ରାଶି ପ୍ରଦାନ ଭୂବନେଶ୍ୱର: ୩୮ତମ ନ୍ୟାସନାଲ ଗେମ୍ସରେ ବିଜୟ ହାସଲ କରିଥିବା ଓଡ଼ିଶାର ସମସ୍ତ ପଦକ ବିଜେତାମାନଙ୍କୁ ଆଜି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ…
ଫେବୃଆରୀ ୨୪ରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍-କିସାନ ଟଙ୍କା: ମନ୍ତ୍ରୀ
ନୂଆଦିଲ୍ଲୀ: ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିସାନ) ଅଧୀନରେ ଚାଷୀମାନଙ୍କୁ ୧୯ତମ କିସ୍ତି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଫେବୃଆରୀ ୨୪ରେ ଏହି କିସ୍ତି ପ୍ରଦାନ କରାଯିବ ବୋଲି ଶୁକ୍ରବାର ଏହି…
ଓଡିଶା ପାଇଲା ୩ ସ୍ୱର୍ଣ୍ଣ ୧ ରୌପ୍ୟ
ଭୂବନେଶ୍ବର: ଚଣ୍ଡିଗଡ ଠାରେ ଖେଳାଯାଇଥିବା ସର୍ବ ଭାରତୀୟ ସିଭିଲ ସର୍ଭିସ ଆଥେଲେଟିକ୍ସ ଚାମ୍ପିୟନସିପରେ ଓଡିଶାର ଚମତ୍କାର ପ୍ରଦର୍ଶନ । ଫେବୃଆରୀ ୧୯ ରୁ ୨୧ ମଧ୍ୟରେ ଖେଳାଯାଇଥିବା ଆଥେଲେଟିକ୍ସ ଚାମ୍ପିୟନସିପରେ ଓଡ଼ିଶାକୁ ପ୍ରଯତ୍ନ ବରାଳ ଅଧିନାୟକତ୍ଵ କରିଥିଲେ । ମହିଳା ବର୍ଗରେ…
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୋହନ ମାଝୀ
ଭୂବନେଶ୍ବର: ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ବିଜେପି ସରକାର ଗଠନ କରିଛି । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି ରେଖା ଗୁପ୍ତା । ଏହି ଅବସରରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ…
ବିଜୁ ପଟ୍ଟନାୟକ ବିମାନବନ୍ଦରେ ଖୁବଶୀଘ୍ର ଆରମ୍ଭ ହେବ ଟର୍ମିନାଲ-୩
ଭୂବନେଶ୍ୱର: ଖୁବଶୀଘ୍ର ତୃତୀୟ ଟର୍ମିନାଲ ଆରମ୍ଭ କରିବାକୁ ଯାଉଛି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର । ଆଗାମୀ ୨ରୁ ୩ ମାସ ମଧ୍ୟରେ ଟର୍ମିନାଲ ୩ର ନିର୍ମାଣ କାର୍ଯ୍ୟ ୩୦ ହଜାର ବର୍ଗ ମିଟର ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ।…
