Category: ଭୁବନେଶ୍ବର

ଏପ୍ରିଲରୁ ବଢ଼ିପାରେ ବିଜୁଳି ଦର

ଭୂବନେଶ୍ବର, ୧୩/୦୨ : ବିଦ୍ୟୁତ୍ ଦର ନିର୍ଦ୍ଧାରଣ ଲାଗି ବିଭିନ୍ନ ବିଦ୍ୟୁତ ବିତରଣ କମ୍ପାନୀର ପ୍ରସ୍ତାବ ଉପରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆରସି) ଶୁଣାଣି କରିବେ। ଏହା ଆସନ୍ତା ୧୭ରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। କମ୍ପାନୀ…

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଜୟନ୍ତଙ୍କୁ ବିପୁଳ ସ୍ୱାଗତ

ଭୂବନେଶ୍ୱର: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ଐତିହାସିକ ବିଜୟ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଢ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ ଆସ୍ଥା ପ୍ରକଟ କରି ବିପୁଳ ଜନ ସମର୍ଥନ ଜଣାଇଛନ୍ତି । ୨୭ ବର୍ଷ ପରେ ଦିଲ୍ଲୀରେ…

ବଜେଟ୍ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ : ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ

ଭୂବନେଶ୍ବର,୧୩/୨ : ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖିଛନ୍ତି ।’ଜୟ ଜଗନ୍ନାଥ’ କହି ଅଭିଭାଷଣ ଆରମ୍ଭ କରି ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିଥିଲେ ରାଜ୍ୟପାଳ। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା…

ଆସନ୍ତାକାଲି ୧୦ଟା ଯାଏ ଗୃହ ମୁଲତବୀ

ଭୂବନେଶ୍ୱର, ୧୩/୦୨ : ବିଧାନସଭା ବଜେଟ୍ ଅଧିବେଶନ ଆଜି ଠାରୁ ଆରମ୍ଭ ହୋଇଛି । ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ଅଭିଭାଷଣ ରଖିଛନ୍ତି । ଏହା ପରେ ଆସନ୍ତାକାଲି ପୂର୍ବାହ୍ନ ସାଢେ ୧୦ଟା ଯାଏ ବିଧାନସଭା ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି…

ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର : ଆଇନମନ୍ତ୍ରୀ

ଭୂବନେଶ୍ୱର, ୧୧/୦୨ : ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ । ଜୟଦେବ…

ଭକ୍ତ ଦାସ ଓଡିଶା କଂଗ୍ରେସର ନୂଆ ମଙ୍ଗୁଆଳ

ଭୂବନେଶ୍ବର,୧୧/୨ : ଓଡ଼ିଶା କଂଗ୍ରେସର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ସାଧାରଣ ସଂପାଦକ କେସି…

ଆସନ୍ତାକାଲି ଠାରୁ ବିଧାନସଭା ଅଧିବେଶନ ଆରମ୍ଭ

ଭୂବନେଶ୍ୱର,୧୨/୦୨ : ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ଏହାସହ ବିଧାନସଭା ଚାରିପାଖ ରାସ୍ତାକୁ ସିଲ୍‌ କରାଯିବ । ବିଧାନସଭା ଓ ଲୋୟର…

ଏଣିକି ନବମ, ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

କଟକ: ଏଣିକି ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ । ଏନେଇ ମଙ୍ଗଳବାର କଟକରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘୋଷଣା କରିଛନ୍ତି । ପୂର୍ବରୁ ଅଷ୍ଟମ ଶ୍ରେଣୀ ଯାଏ…

ନିଶାଦ୍ରବ୍ୟ ବିରୁଦ୍ଧରେ ଶୂନ୍ୟ-ସହନଶୀଳତା ନୀତି: ୨୫ ହଜାର କୋଟିରୁ ଅଧିକ ମୂଲ୍ୟର ନିଶାଦ୍ରବ୍ୟ ଜବତ

ନିଶାଦ୍ରବ୍ୟ ବିରୁଦ୍ଧରେ ଶୂନ୍ୟ-ସହନଶୀଳତା ନୀତି: ୨୫ ହଜାର କୋଟିରୁ ଅଧିକ ମୂଲ୍ୟର ନିଶାଦ୍ରବ୍ୟ ଜବତ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ, ନିଶାଦ୍ରବ୍ୟ ବିରୁଦ୍ଧରେ ଶୂନ୍ୟ-ସହନଶୀଳତା ନୀତି ଅନୁରୂପ ୨୦୨୪ ମସିହାରେ, ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ସମେତ ଦେଶର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏନ୍‍ସିସି ମହାନିର୍ଦ୍ଦେଶକ : ଓଡ଼ିଶାରେ ହେବ ୩ କ୍ୟାଡେଟ୍‍ ଟ୍ରେନିଂ ସେଣ୍ଟର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏନ୍‍ସିସି ମହାନିର୍ଦ୍ଦେଶକ : ଓଡ଼ିଶାରେ ହେବ ୩ କ୍ୟାଡେଟ୍‍ ଟ୍ରେନିଂ ସେଣ୍ଟର ବନେଶ୍ୱର, ୧୧/୦୨ : ଏନ୍‍ସିସି ମହାନିର୍ଦ୍ଦେଶକ ଲେଫ୍‍ଟନାଣ୍ଟ ଜେନେରାଲ ଗୁରୁବୀର ପାଲ୍‍ ସିଂହ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି । ଓଡ଼ିଶାରେ…