Category: ଭୁବନେଶ୍ବର

ମେ’ ୪ରେ ନିଟ୍ ୟୁଜି ପରୀକ୍ଷା

ଭୂବନେଶ୍ୱର, ୦୮/୦୨ : ଆସନ୍ତା ମେ’ ୪ରେ ନିଟ୍ ୟୁଜି ପରୀକ୍ଷା ହେବ । ଏଥିରେ ଓଡ଼ିଆ ସମେତ ୧୩ଟି ଭାରତୀୟ ଭାଷାରେ ହେବ ପରୀକ୍ଷା । ଏଥିପାଇଁ ଆଜିଠୁ ୭ ମାର୍ଚ୍ଚ ଯାଏ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ୧…

୧୧ ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର

ଭୂବନେଶ୍ୱର, ୦୮/୦୨ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କ୍ୟାବିନେଟ ବୈଠକରେ ଅନ୍ତୋଦୟ ଗୃହ ଯୋଜନାକୁ…

ବିଗିଡିଲା ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

ଭୂବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି…

ମହିଳାଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୂବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା…

ରାଜଧାନୀରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ ସହ ୨୨ଟି ଟ୍ରାଫିକ୍ ସହାୟତା କେନ୍ଦ୍ର ଉଦଘାଟିତ

ଭୂବନେଶ୍ବର: ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଡୁମୁଡୁମାରେ ନୂଆ ଶ୍ମଶାନ ଭୂମିର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ସେହିଭଳି ମନ୍ତ୍ରୀ ଶ୍ରୀ ମହାପାତ୍ର ଖଣ୍ଡଗିରିରେ ୨୨ଟି ଟ୍ରାଫିକ୍ ସହାୟତା କେନ୍ଦ୍ରର ଉଦ୍ଘାଟନ କରିଥିଲେ ।…

ଆସନ୍ତାକାଲି ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୂବନେଶ୍ୱର, ୦୭/୦୨ : ଆସନ୍ତା କାଲି ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ କରାଯିବ…

ସମବାୟ ବ୍ୟାଙ୍କରେ ଲାଗୁ ହେବ ଓଟିଏସ୍ ବ୍ୟବସ୍ଥା

ଭୂବନେଶ୍ୱର: ୱାନ୍ ଟାଇମ୍ ସେଟଲମେଣ୍ଟ (ଓଟିଏସ୍) ବା ଏକକାଳୀନ ପଇଠ ପ୍ରାବଧାନ ସମବାୟ ବ୍ୟାଙ୍କମାନଙ୍କରେ ଲାଗୁ ହେବ । ଏହି ବ୍ୟବସ୍ଥା ଲାଗୁ କରିବାକୁ ସମବାୟ ବିଭାଗ ବିଧିବଦ୍ଧ ଅନୁମୋଦନ ପ୍ରଦାନ କରିଛି । ଏହା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ,…

୧୩ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ : ୧୨ରେ ସର୍ବଦଳୀୟ ବୈଠକ

ଭୂବନେଶ୍ଵର, ୦୬/୦୨ : ଆସନ୍ତା ୧୩ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ। ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। ଆସନ୍ତା ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ ବସିବ।…

୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଭୂବନେଶ୍ୱର, ୦୬/୦୨ : ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ବିଏସଇର ସଭାପତି ଶ୍ରୀକାନ୍ତ ତରାଇ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ…

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଷୋଡ଼ଶ ଅର୍ଥ କମିଶନ

ଭୂବନେଶ୍ୱର, ୦୬/୦୨ : ଷୋଡ଼ଶ ଅର୍ଥ କମିଶନ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ । ଆଗାମୀ ୫ ବର୍ଷ ପାଇଁ ୧୨.୫୬ ଲକ୍ଷ କୋଟିର ଦାବି ରଖିବ ଓଡ଼ିଶା । ଆଜି ଦ୍ବିପହରରେ ସମ୍ବାଦିକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଫେବୃଆରୀ ୪ ତାରିଖରୁ…