Category: ଭୁବନେଶ୍ବର

ବେଦାନ୍ତ ପାଉଁଶ ପ୍ରସଙ୍ଗରେ ଘେରିଲା କଂଗ୍ରେସ: ‘କାହିଁକି ସରକାରଙ୍କ ବେଦାନ୍ତ ପ୍ରତି ଏତେ ଦୟା?’

ଭୂବନେଶ୍ବର: ଏବେ ବିଧାନସଭାର ଶୀତକାଳୀନ ଅଧିବେଶନ ଚାଲିଥିବା ବେଳେ ଆଜି ଗୃହର ସପ୍ତମ ଦିନରେ ବେଦାନ୍ତ ପାଉଁଶ ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛି କଂଗ୍ରେସ । ବେଦାନ୍ତ ପ୍ରତି ସରକାରଙ୍କ ଏତେ ଦୟା କାହିଁକି ପ୍ରଶ୍ନ କରିଛି । ଏନେଇ କଂଗ୍ରେସ…

୩ ବର୍ଷରେ ସଡକ ଦୁର୍ଘଟଣାରେ ଗଲାଣି ୧୬୨୮୭ ଜୀବନ

ଭୂବନେଶ୍ୱର: ରାଜ୍ୟରେ ୩ ବର୍ଷରେ ସଡକ ଦୁର୍ଘଟଣାରେ ଗଲାଣି ୧୬୨୮୭ ଜୀବନ । ବାଣିଜ୍ୟ ଏବଂ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ଗୃହରେ ଏହି ସୂଚନା ପ୍ରଦାନ କରିଛନ୍ତି। ଗୃହରେ ବିଜେଡି ବିଧାୟକ ଚକ୍ରମଣି କଅଁରଙ୍କ ଏକ ପ୍ରଶ୍ନର ଉତ୍ତରରେ…

ଓଡ଼ିଶାରେ ଗୋ ହତ୍ୟା ବନ୍ଦ ପାଇଁ ଆସିବ କଡ଼ା ଆଇନ: ମନ୍ତ୍ରୀ

ଭୂବନେଶ୍ବର: ଆସାମ ପରେ ଏବେ ଓଡ଼ିଶାରେ ମଧ୍ୟ ବନ୍ଦ ହେବ ଗୋ ହତ୍ୟା । ରାଜ୍ୟରେ ଗୋ ହତ୍ୟା ପାଇଁ ଆସିବ ଆଇନ । ରାଜ୍ୟ ସରକାର ଗୋବଂଶ ବୃଦ୍ଧି ପାଇଁ ଯୋଜନା ଆରମ୍ଭ କରିଛନ୍ତି । ଏଥିରେ କାମଧେନୁ ଯୋଜନା…

ଓଡ଼ିଶାର ଦୁଇଟି ଜିଲ୍ଲାରେ ଅଛି ସୁନା ଖଣି : ମନ୍ତ୍ରୀ

ଭୂବନେଶ୍ବର, ୦୫/୧୨ : ଓଡ଼ିଶାର ଦୁଇଟି ଜିଲ୍ଲାରୁ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର…

ନବନିର୍ମିତ ଜୁଡିସିଆଲ କୋର୍ଟ ଲୋକାର୍ପିତ କଲେ ରାଷ୍ଟ୍ରପତି

ଭୂବନେଶ୍ବର,୫/୧୨: ଭୁବନେଶ୍ବରରେ ନବନିର୍ମିତ ଜୁଡିସିଆଲ ପରିସରକୁ ଉଦଘାଟନ କରିବା ଅବସରରେ ରାଷ୍ଟ୍ରପତି ଗୁରୁବାର ସନ୍ଧ୍ୟାରେ କହିଛନ୍ତି, ସାଧାରଣ ଲୋକଙ୍କୁ ତ୍ବରିତ ନ୍ୟାୟ ପ୍ରଦାନ କରାଯାଇପାରିବ। ଦେଶର ଆଇନ ବ୍ୟବସ୍ଥାକୁ ସହଜ କରିପାରିଲେ ଗରିବ ଲୋକ ଉପକୃତ ହେବେ। ସାଧାରଣ ଲୋକ ଜାଣିପାରନ୍ତି…

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ଓଡିଶା ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର,୦୫/୧୨ : ଆଜି ମହାରାଷ୍ଟ୍ରରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ମନ୍ତ୍ରୀ ପରିଷଦ ଆଜି ଅପରାହ୍ନ ୫ ଟାରେ ମୁମ୍ବାଇର ଆଜାଦ ମଇଦାନରେ…

ଆଜି ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୂବନେଶ୍ବର, ୦୫/୧୨ : ଆଜି ଭୁବନେଶ୍ବର କୋର୍ଟ ଜୁଡିସିଆଲ କମ୍ପ୍ଲେକ୍ସର ଉଦ୍‌ଘାଟନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଦିନ ୯.୫୫ରେ ପୁରୀ ତାଳବଣିଆ ହେଲିପ୍ୟାଡ଼ରୁ ହେଲିକପ୍ଟର ଯୋଗେ ବାହାରି ୧୦.୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ।…

ଡିସେମ୍ବର ୨୫ରେ ଆସିବ ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୂବନେଶ୍ବର, ୦୫/୧୨ : ଡିସେମ୍ବର ୨୫ରେ ମିଳିବ ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଏଥିପାଇଁ ଯାଞ୍ଚ ପ୍ରକ୍ରିୟା ଜାରି ରହିଥିବାବେଳେ ଆସନ୍ତା ୬ ତାରିଖ…

ଏମ୍ସ ଭୁବନେଶ୍ୱରରେ ଅତ୍ୟାଧୁନିକ ଜ୍ଞାନକୌଶଳଯୁକ୍ତ ଫୋର୍‌ଡି ସ୍ପାଇନ୍‌ ଓ ଗେଟ୍‌ ଆନାଲିସିସ୍ ଲ୍ୟାବ୍ ଉଦଘାଟିତ

ଭୂବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ପୂର୍ବ ଭାରତରେ ପ୍ରଥମ ତଥା ଅତ୍ୟାଧୁନିକ ଜ୍ଞାନକୌଶଳଯୁକ୍ତ ଫୋର୍‌ଡି ସ୍ପାଇନ୍‌ ଓ ଗେଟ୍‌ ଆନାଲିସିସ୍ ଲ୍ୟାବ୍ ଉଦଘାଟିତ ହୋଇଯାଇଛି । ଶାରୀରିକ ଚିକିତ୍ସା ଏବଂ ପୁନର୍ବାସ ବିଭାଗ (ପିଏମଆର) ପକ୍ଷରୁ ଅର୍ନ୍ତଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ କାର୍ଯ୍ୟନିର୍ବାହୀ…

ରାଜ୍ୟରେ ଅଛନ୍ତି ୨୩୦୪୦୩ ଷଣ୍ଢ: ପ୍ରାଣୀ ସମ୍ପଦ ମନ୍ତ୍ରୀ

ଭୂବନେଶ୍ବର: ରାଜ୍ୟରେ ଚବର୍ତ୍ତମାନ ୩୦ଟି ଜିଲ୍ଲାରେ ଅଛନ୍ତି ୨ ଲକ୍ଷ ୩୦ ହଜାର ୪୦୩ଟି ଷଣ୍ଢ । ସର୍ବାଧିକ ଷଣ୍ଢ ଅନୁଗୁଳ ଜିଲ୍ଲାରେ ଅଛନ୍ତି । ଆଜି ଅର୍ଥାତ୍ ବୁଧବାର ବିଧାନସଭାରେ ଷଣ୍ଢ ପ୍ରସଙ୍ଗ ଉଠାଇଥିଲେ କଂଗ୍ରେସ ବିଧାୟକ ତାରାବାହିନୀ ପତି…