ଜନକଲ୍ୟାଣ କାର୍ଯ୍ୟକ୍ରମ ଓ ଯୋଜନା ସମ୍ବନ୍ଧିତ ଆଲୋଚନା
ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସଭାପତିତ୍ବରେ ଆଜି ଦିନିକିଆ ଜିଲ୍ଲାପାଳ ସମ୍ମିଳନୀ ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ରାଜ୍ଯ ସରକାରଙ୍କ ଅତିରିକ୍ତ ମୁଖ୍ୟଶାସନ ସଚିବ, ପ୍ରମୁଖ ଶାସନ ସଚିବ, ସଚିବମାନଙ୍କ…
