ବିଜୁ ପଟ୍ଟନାୟକ କ୍ରୀଡ଼ା ଉତ୍ସବ ୨୦୨୩
ଭୁବନେଶ୍ବର: ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ ପୁରସ୍କାର ୨୦୨୩ ସମାରୋହ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବରେ ମୁଖ୍ୟ ଅତିଥୀଭାବେ ଯୋଗ ଦେଇଥିଲେ । କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ସ୍ୱାଗତ ଭାଷଣ ଦେଇଥିବାବେଳେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି…
