୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି
୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ଉଦ୍ବୋଧନ: “ପ୍ରିୟ ଭାଇ ଓ ଭଉଣୀମାନେ, ଆଜି ୧୫ ଅଗଷ୍ଟ । ସ୍ୱାଧୀନତା ଦିବସ।…
