“ହଲିଡେ ହୋମ୍ୱର୍କ” କାର୍ଯ୍ୟକ୍ରମ ଆରମ୍ଭ ହେଲା
ଗ୍ରୀଷ୍ମ ଅବକାଶ ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାର୍ଥୀମାନଙ୍କ ପାଠପଢାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ “ହଲିଡେ ହୋମ୍ୱର୍କ” କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିପାଇଁ ସବୁ ଜିଲ୍ଲାରେ ଆରମ୍ଭ ହୋଇଛି ହେଲ୍ପ ଡେସ୍କ୍ ବ୍ୟବସ୍ଥା।…
