ରଥଯାତ୍ରା ପାଇଁ ବ୍ୟାପକ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା; ୨୩୦ ଏମବିବିଏସ ଡାକ୍ତର ଓ ୬୬ ବିଶେଷଜ୍ଞ ଡାକ୍ତର ମୁତୟନ
ଭୁବନେଶ୍ୱର- (ଜାଗ୍ରତ ଭାରତ) ପବିତ୍ର ରଥଯାତ୍ରା ଅବସରରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ସୁରକ୍ଷା ଏବଂ ଉନ୍ନତ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବାକୁ ରାଜ୍ୟ ସରକାର ପକ୍ଷରୁ ସ୍ୱତନ୍ତ୍ର ଓ ବ୍ୟାପକ ସ୍ୱାସ୍ଥ୍ୟ ବ୍ୟବସ୍ଥା କରାଯାଇଛି।ସ୍ୱାସ୍ଥ୍ୟ ଓ ପରିବାର…
