Category: ଭୁବନେଶ୍ବର

ରାଜଧାନୀରେ ବଡ଼ ସଫଳତା: ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ, ତଦନ୍ତ ଜୋରଦାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଟ୍ରକ ଭର୍ତ୍ତି ଗଞ୍ଜେଇ ଜବତ ହୋଇଛି। ଆଜି ଅବକାରୀ ବିଭାଗକୁ ଏହି ବଡ ସଫଳତା ମିଳିଛି। ସହିଦନଗର ଥାନା ଅଞ୍ଚଳରୁ ପ୍ରାୟ ୭ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ରାଜ୍ୟ ବାହାରକୁ ଏହା ଚାଲାଣ ବେଳେ…

ଆଡିସନାଲ ଏସପି ସାଜି ଲୋକଙ୍କୁ ଧମକାଉଥିଲେ, ଶେଷରେ ପୋଲିସ ଜାଲରେ ଧରାପଡ଼ିଲେ

ଭୁବନେଶ୍ୱର : ଆଡିସନାଲ ଏସପି ପରିଚୟ ଦେଇ ଲୋକଙ୍କୁ ଧମକଚମକ ଅଭିଯୋଗରେ ଜଣେ ଗିରଫ । ଖାରବେଳନଗର ଥାନା ପୋଲିସ ହାତରେ ଧରାପଡ଼ିଲା ଧୂର୍ତ୍ତ ଠକ ରଜନୀକାନ୍ତ ମହାନ୍ତି । ନିଜକୁ ଆଡିସନାଲ ଏସପି ପରିଚୟ ଦେଇ ସେ ଲୋକଙ୍କୁ ଧମକଚମକ…

ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ସୂଚନା; ୨୦୨୭ ଏପ୍ରିଲ୍-ମେ’ରେ ହୋଇପାରେ ମତଦାନ

ଭୁବନେଶ୍ୱର : ବଦଳିଲା ପଞ୍ଚାୟତ ନିର୍ବାଚନ ସମୟ । ଏଥର ସାମାନ୍ୟ ବିଳମ୍ବ ହେବ ନିର୍ବାଚନ । ଏସଆଇଆର କାମ ମାର୍ଚ୍ଚ ପ୍ରଥମ ସପ୍ତାହ ଯାଏଁ ହେବ । ୨୦୨୭ ଏପ୍ରିଲ୍-ମେ’ ମାସରେ ହୋଇପାରେ ଭୋଟ୍। ସ୍ପଷ୍ଟ କଲେ ରାଜ୍ୟ ନିର୍ବାଚନ…

ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି, ନୂଆ ହିତାଧିକାରୀଙ୍କୁ ମିଳିବ ଏକକାଳୀନ କିସ୍ତି

ଭୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି । ଆରମ୍ଭରୁ କିସ୍ତି ପାଇ ନଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକକାଳୀନ କିସ୍ତି ମିଳିବ। ସୁଭଦ୍ରା ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ପୂର୍ବରୁ…

ରଥଯାତ୍ରା ପୂର୍ବରୁ ଆକ୍ସନ ମୋଡରେ କମାଣ୍ଡୋ, ଶ୍ରୀମନ୍ଦିର ଚାରିପାଖରେ ‘ଅପରେସନ ଚକ୍ରବ୍ୟୁହ’

ପୁରୀ – ରଥଯାତ୍ରା ପୂର୍ବରୁ ଭାରତୀୟ ଯବାନଙ୍କ ଦ୍ୱାରା ଏକ ମକଡ୍ରିଲ କରାଯାଇଛି। ଶ୍ରୀମନ୍ଦିର ନିକଟରେ ହୋଇଛି ଅପରେସନ ଚକ୍ରବ୍ୟୁହ। ଥିଲେ ଦୁଇଟି ସ୍ନାଇପର ଟିମ୍ ସହ ୪ ଟି ଭାଗରେ ବିଭକ୍ତ ହୋଇ Special tactical unit (stu)ର କମାଣ୍ଡୋ।ଏଥିସହ…

ଲକ୍ଷ ଲକ୍ଷ ଠିକା କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ନିୟମିତିକରଣକୁ ସରକାରଙ୍କ ସବୁଜ ସଙ୍କେତ

ଭୁବନେଶ୍ୱର: ଏବେ ଠିକା କର୍ମଚାରୀ ହେବେ ନିୟମିତ । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଅନେକ ବର୍ଷ ଧରି କମ କରୁଥିବା ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିଲା । ଆଉ ସରକାର ଏହାକୁ ଗୁରୁତର ସହ ନେବା…

ଅନୁଗୋଳରେ ଆସୁଛି ୧୦୮୦ ମେଗାୱାଟ ପାୱାର ପ୍ଲାଣ୍ଟ! ନାଲକୋ-ଏନଏଲସି ଇଣ୍ଡିଆ ମଧ୍ୟରେ ବଡ଼ ଚୁକ୍ତି

ଭୁବନେଶ୍ୱର: ଅନୁଗୋଳ ଠାରେ ୧୦୮୦ ମେଗାୱାଟ ଥର୍ମାଲ୍ କ୍ୟାପଟିଭ୍ ପାୱାର ପ୍ଲାଣ୍ଟ ସ୍ଥାପନ ପାଇଁ ନ୍ୟାସନାଲ ଆଲ୍ୟୁମିନିୟମ କମ୍ପାନୀ ଲିମିଟେଡ଼ (ନାଲକୋ) ଏବଂ ଏନଏଲସି ଇଣ୍ଡିଆ ଲିମିଟେଡ୍ ମଧ୍ୟରେ ମିଳିତ ଉଦ୍ୟମ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ନୂଆଦିଲ୍ଲୀଠାରେ କେନ୍ଦ୍ର କୋଇଲା ଏବଂ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। କମନ ଆପ୍ଲିକେଶନ ଫର୍ମ ମଙ୍ଗଳବାର ଅପରାହ୍ଣ ୪ଟାରୁ ପୋର୍ଟାଲରେ ଉପଲବ୍ଧ ହୋଇଛି।…