Category: ଭୁବନେଶ୍ବର

ପଦ୍ମ ପୁରସ୍କାର ବିଜେତାଙ୍କୁ ରଥଯାତ୍ରା ଦେଖିବା ପାଇଁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ଚଳିତବର୍ଷ ରଥଯାତ୍ରା ଦେଖିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିମନ୍ତ୍ରଣ କରିଛନ୍ତି। ପତ୍ର ଲେଖି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଦେଶ ଓ ସମାଜ ପ୍ରତି ଆପଣମାନଙ୍କ ଅବଦାନ ପାଇଁ ଓଡ଼ିଶା…

ସରକାରୀ ଧାର୍ଯ୍ୟ ଦରରେ ମିଳିବ ଔଷଧ

ନୁଆଦିଲ୍ଲୀ : କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର- ଡିପିସିଓ ୨୦୧୩ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି । ଏହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିପାରିବ । ନୂଆ ନିୟମ ଅନୁଯାୟୀ, ଯଦି କୌଣସି ମେଡିକାଲ୍ ଷ୍ଟୋର୍ କିମ୍ବା କମ୍ପାନି ସରକାରଙ୍କ…

ଆଇଆଇସିଙ୍କ ମୃତ୍ୟୁ, କେହି ଦାୟୀ ଥିଲେ ଆକ୍ସନ: ମନ୍ତ୍ରୀ

ଭୁବନେଶ୍ୱର: ଆଇଆଇସିଙ୍କ ମୃତ୍ୟୁ ପାଇଁ କେହି ଦାୟୀ ଥିଲେ କଡା କାର୍ଯ୍ୟାନୁଷ୍ଠାନ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଜଣେ ଭଲ ଅଫିସରଙ୍କ ଏଭଳି ମନସ୍ତାତ୍ତ୍ୱିକ ସ୍ଥିତି କାହିଁକି, ତାହା କଷ୍ଟଦାୟକ । ବିଭାଗୀୟ ତଦନ୍ତ ପରେ ଜୀବନ ହାରିବାର…

ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ପୁରୀରେ ପୋଲିସ ପ୍ରଶାସନର ସମୀକ୍ଷା ବୈଠକ

ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଜିଲ୍ଲା ପୋଲିସ କାର୍ଯ୍ୟାଳୟ (DPO) ପରିସରରେ ରାଜ୍ୟ…

ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ୱର: ଭାରତର ମାନ୍ୟବର ଉପରାଷ୍ଟ୍ରପତିଙ୍କ ୯ ଜୁଲାଇରେ ଓଡ଼ିଶା ଗସ୍ତକୁ ସଫଳ ଓ ସୁଚାରୁ ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ଆଜିର ରାଶିଫଳ

🌸 ଆଜିର ରାଶିଫଳ – ୫ ଜୁଲାଇ ୨୦୨୬ (ରବିବାର) ♈ ମେଷ ଶୁଭ ଫଳାଫଳ: କର୍ମକ୍ଷେତ୍ରରେ ପ୍ରଶଂସା ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପରିବାରରେ ଖୁସିର ପରିବେଶ ରହିବ।ଶୁଭ ସଂଖ୍ୟା: ୯ଶୁଭ ରଙ୍ଗ: ଲାଲଶୁଭ ସମୟ: ସକାଳ ୯:୦୦ରୁ…

ଆଜିର ରାଶିଫଳ

ଆଜିର ରାଶିଫଳ – ୪ ଜୁଲାଇ ୨୦୨୬ (ଶନିବାର) ♈ ମେଷ ଆଜି କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ।ଶୁଭ ଫଳାଫଳ: କାର୍ଯ୍ୟସିଦ୍ଧିଶୁଭ ସଂଖ୍ୟା: ୯ଶୁଭ ରଙ୍ଗ: ଲାଲଶୁଭ ସମୟ: ସକାଳ ୯:୦୦…

ଗ୍ଲୋବାଲ୍ ଗ୍ରୀନ୍ ହବ୍ ହେବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ, ଜାପାନୀ ଶିଳ୍ପ ବ୍ୟବସାୟିକ ପ୍ରତିନିଧି…

ନିଶାମୁକ୍ତ ଜୋନ୍ ପାଇଁ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ପରିସରକୁ ନିଶାମୁକ୍ତ ଅଞ୍ଚଳରେ ପରିଣତ କରିବାକୁ ଉଚ୍ଚଶିକ୍ଷା ବିଭାଗ କଡ଼ା ପଦକ୍ଷେପ ନେଇଛି । ପ୍ରତ୍ୟେକ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିସର ମଧ୍ୟରେ ମଦ, ତମାଖୁ, ମାଦକ ଦ୍ରବ୍ୟ, ସାଇକୋଟ୍ରୋପିକ୍…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମୋହନ ପଣ୍ଡା। ଢେଙ୍କାନାଳ ଓ କଳାହାଣ୍ଡି ଜିଲାରେ ଡାକ୍ତର କାର୍ଯ୍ୟରେ…