ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିପର୍ଯ୍ୟୟ ପରିଚାଳନା ସମ୍ପର୍କିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି…
