ଜୁନ୍ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି! ରାଇରଙ୍ଗପୁରରେ ବିଶାଳ ସମାବେଶ ପାଇଁ ବିଜେପିର ଜୋରଦାର ପ୍ରସ୍ତୁତି
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରିବେ ବୋଲି ସୂଚନା ମିଳିଛି। ରାଜ୍ୟରେ ବିଜେପି ସରକାରର ଦୁଇ ବର୍ଷ…
