ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ ଉଦ୍ଘାଟିତ କରିବାକୁ ଯିବା ବାଟରେ ବାଚସ୍ପତିଙ୍କୁ ବିପୁଳ ସମ୍ବର୍ଦ୍ଧନା କରାଯାଇଥିଲା
ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପ ଉଦ୍ଘାଟିତ କରିବାକୁ ଯିବା ବାଟରେ ବାଚସ୍ପତିଙ୍କୁ ବିପୁଳ ସମ୍ବର୍ଦ୍ଧନା କରାଯାଇଥିଲା ବିଷୟ _____ ବିଂଝାରପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ଦାୟିତ୍ବ ଗ୍ରହଣ କରିବାପରେ ବିଂଝାରପୁର ନିର୍ବାଚନ…
