ଫକୀର ମୋହନ ସେନାପତି ସ୍ମୁତି ପାଠାଗାର ର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଫକୀର ମୋହନ ସେନାପତି ସ୍ମୁତି ପାଠାଗାର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ କଣ୍ଟୁଣିଆ ସ୍ଥିତ ଫକୀରମୋହନ ସେନାପତି ସ୍ମୃତି ପାଠାଗାର ଆନୁକୂଲ୍ୟରେ ବାର୍ଷିକ ଉତ୍ସବ ତଥା ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି…
