୬ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ପଡିଲେ ଅମିନ
ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ତହସିଲର ଅମିନ ଶିଶିର କୁମାର ନାୟକ। ଜଣେ ବ୍ୟକ୍ତିଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଅମିନ ଶିଶିର କୁମାର ନାୟକଙ୍କୁ ଧରିଛି ଭିଜିଲାନ୍ସ । ଲାଞ୍ଚ ଟଙ୍କା ସହ ତାଙ୍କୁ…
ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ତହସିଲର ଅମିନ ଶିଶିର କୁମାର ନାୟକ। ଜଣେ ବ୍ୟକ୍ତିଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଅମିନ ଶିଶିର କୁମାର ନାୟକଙ୍କୁ ଧରିଛି ଭିଜିଲାନ୍ସ । ଲାଞ୍ଚ ଟଙ୍କା ସହ ତାଙ୍କୁ…
ରାଉରକେଲାର ନାଲା ରୋଡ ଲେବର ମାର୍କେଟରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଓ ଓ.ୟୁ.ଡବ୍ଲୁ.ଏସ.ଏସ ବୋର୍ଡ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରମ ଓ ଇ.ଏସ.ଆଇ ବିଭାଗ ମାନ୍ୟବର…
ନକ୍ସଲଙ୍କ ବଡ଼ଧରଣର ଯୋଜନା ପଣ୍ଡ ସୁନ୍ଦରଗଡ଼ ରେଳ ଧାରଣା ନିକଟରୁ ଲ୍ୟାଣ୍ଡମାଇନ ଜବତ। ଟୋପାଡ଼ି ରେଳ ଷ୍ଟେସନ ନିକଟରୁ ଲ୍ୟାଣ୍ଡମାଇନ ଉଦ୍ଧାର। ୧୦ କେଜିର ଲ୍ୟାଣ୍ଡମାଇନ ଉଦ୍ଧାର। ବୋମା ନିଷ୍କ୍ରିୟ ଟିମ୍ ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କରିଛନ୍ତି। ଘଟଣାସ୍ଥଳରେ ଜୋରଦାର ଅପରେସନ ଜାରି…
ରାଉରକେଲା : ଗାଧୋଉଥିବା ବେଳେ କୋଏଲ ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ।। ଅନ୍ୟ ଚାରିଜଣ ସାଙ୍ଗଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିଲେ ରାଉରକେଲା ସାଙ୍ଗ ମାନଙ୍କ ସହ ଗାଧୋଉଥିବା ବେଳେ କୋଏଲ ନଦୀରେ ବୁଡି ଜଣେ ଯୁବକ ମୃତ୍ୟୁ ବରଣ କରିଛନ୍ତି।…
*ସମ୍ବଲପୁର ବିଶ୍ୱବିଦ୍ୟାଳୟ ରେ ଶ୍ରେଷ୍ଠ ଗାୟତ୍ରୀ +୩ ସାଇନ୍ସ କଲେଜ* ସୁନ୍ଦରଗଡ଼ : ଗତ ୧୬ ଜୁନ ରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ର +୩ ଶେଷ ବର୍ଷର ଫଳାଫଳ ପ୍ରକାଶିତ ହୋଇ ଯାଇଛି। ଉକ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀ…
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ନୂଆହତା ଗ୍ରାମପଞ୍ଚାୟତ ର ପାଟଣା ସାହି ଠାରେ ରାମ ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ କରିବା ସହ ଶିଳା ନ୍ୟାସ କାର୍ଯ୍ୟକ୍ରମ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନ ସଭାର ଉପ ବାଚସ୍ପତି ରଜନିକାନ୍ତ…
ଉନ୍ନତ ଚିକିସ୍ଥା ପାଇଁ ୮ ଗୁରୁତ୍ତର ଶ୍ରମିକକୁ ଏୟାରଲିଫ୍ଟ କରାଇଲା ଟାଟା କାରଖାନା ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ଟାଟା ଷ୍ଟିଲ୍ ମେରାମଣ୍ଡଳି କାରଖାନାର BFPP – 2 ରେ ଗତ ମଙ୍ଗଳବାର ଘଟିଥିବା ଦୁର୍ଘଟଣାରେ ୧୯ ଜଣ ଶ୍ରମିକ ଗୁରୁତ୍ତର…
ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ପୀଠର ସମ୍ପୂର୍ଣ୍ଣ ରୁପାନ୍ତର ହେବ। ମେ ୨୯ ତାରିଖ ଦିନ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ୧୫ ଦିନରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ପରାମର୍ଶ ଦେଇଥିଲେ।…
ରଜ ସଂକ୍ରାନ୍ତି ରେ ଜଗନ୍ନାଥ ମନ୍ଦିର ପରିସରରୁ ନାଗ ଉଦ୍ଧାର ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ପଞ୍ଚ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିସରରୁ ଏକ ନାଗ ସାପ ଉଦ୍ଧାର କରାଯାଇଛି। ସୂଚନା ମୁତାବକ ଜଗନ୍ନାଥ ମନ୍ଦିର ରେ ଦେବସ୍ନାନ ପୂର୍ଣ୍ଣିମା…
ସ୍ଥାନୀୟ ଅଞ୍ଚଳବାସୀ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଦାବି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ୍ ମେରାମଣ୍ଡଳୀ କମ୍ପାନୀରେ ମଙ୍ଗଳବାର ବଡ଼ଧରଣର ଦୁର୍ଘଟଣା ଘଟିଛି। ଅପରାହ୍ନ ପ୍ରାୟ ୧ଟାରେ କାରଖାନାର ବ୍ଲାଷ୍ଟ ଫର୍ନେଶ ଷ୍ଟିମ୍ ଲାଇନ୍ ଫାଟି ଉତ୍ତପ୍ତ ବାଷ୍ପ…